ଯିଶାଇୟ 58:12 - ପବିତ୍ର ବାଇବଲ12 ପୁଣି ତୁମ୍ଭ ବଂଶୀୟ ଲୋକେ ପୁରାତନ ଧ୍ୱଂସ ସ୍ଥାନଗୁଡ଼ିକୁ ପୁନଃନିର୍ମାଣ କରିବେ, ତୁମ୍ଭେ ପୂର୍ବକାଳର ଭିତ୍ତିମୂଳ ଉପରେ ନିର୍ମାଣ କରିବ। “ପୁଣି ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନର୍ନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ। Gade chapit laଓଡିଆ ବାଇବେଲ12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବ କାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, “ଭଗ୍ନ-ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ତୁମ୍ଭ ବଂଶୀୟ ଲୋକେ ପୁରାତନ ଉତ୍ସନ୍ନ ସ୍ଥାନସକଳ ପୁନଃନିର୍ମାଣ କରିବେ; ତୁମ୍ଭେ ପୂର୍ବକାଳର ଅନେକ ଭିତ୍ତିମୂଳର ଉପରେ ଗାନ୍ଥିବ; ପୁଣି, ଭଗ୍ନ ପ୍ରାଚୀର ନିର୍ମାଣକାରୀ ଓ ନିବାସ ନିମନ୍ତେ ପୁନଃ ପଥ ସଂସ୍ଥାପନକାରୀ ବୋଲି ବିଖ୍ୟାତ ହେବ। Gade chapit la |
ଆମ୍ଭେ ଇସ୍ରାଏଲକୁ ବନ୍ଦୀରୁ ମୁକ୍ତ କରିବା ଏବଂ ସେମାନଙ୍କୁ ସେମାନଙ୍କର ଭୂମିକୁ ଫେରାଇ ଆଣିବା। ସେମାନେ ଧ୍ୱଂସ ବିଧ୍ୱଂସ ନଗରଗୁଡ଼ିକୁ ପୁନଃନିର୍ମାଣ କରିବେ ଏବଂ ସେହି ନଗରୀରେ ବାସ କରିବେ। ସେମାନେ ଦ୍ରାକ୍ଷାବୃକ୍ଷ କ୍ଷେତରେ ରୋପଣ କରିବେ ଏବଂ ଦ୍ରାକ୍ଷାରସ ପିଇବେ, ଯାହା ସେଠାକାର ଦ୍ରାକ୍ଷାଫଳରୁ ପ୍ରସ୍ତୁତ ହୁଏ। ସେମାନେ ମଧ୍ୟ ଗ୍ଭଷ କରିବେ ଓ ଉତ୍ପାଦିତ ଶସ୍ୟକୁ ଭକ୍ଷ୍ୟଣ କରିବେ।