Biblia Todo Logo
Bib sou entènèt

- Piblisite -




ଯିଶାଇୟ 58:13 - ପବିତ୍ର ବାଇବଲ

13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ନିଜ ପାଦ ଫେରାଅ, ପୁଣି ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ, ଆଉ ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଯେବେ ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:

Gade chapit la Kopi

ଓଡିଆ ବାଇବେଲ

13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଯଦି ବିଶ୍ରାମବାର ଲଙ୍ଘନରୁ, ଆମ୍ଭ ପବିତ୍ର ଦିନରେ ନିଜ ଅଭିଳାଷ ଚେଷ୍ଟାରୁ ଆପଣା ପାଦ ଫେରାଅ; ପୁଣି, ବିଶ୍ରାମବାରକୁ ସୁଖଦାୟକ ଓ ସଦାପ୍ରଭୁଙ୍କ ପବିତ୍ର ଦିନକୁ ଆଦରଣୀୟ ବୋଲି କୁହ; ଆଉ, ନିଜ କାର୍ଯ୍ୟ ନ କରି ଅବା ନିଜ ଅଭିଳାଷର ଚେଷ୍ଟା ନ କରି ଅଥବା ନିଜ କଥା ନ କହି ତାହାକୁ ଆଦର କରିବ:

Gade chapit la Kopi




ଯିଶାଇୟ 58:13
20 Referans Kwoze  

ପ୍ରଭୁଙ୍କ ଦିନରେ ପବିତ୍ରଆତ୍ମା ମୋତେ ସମ୍ପୂର୍ଣ୍ଣ ରୂପେ ଅଧିକାର କରି ନେଲେ। ମୁଁ ହଠାତ୍ ପଛପଟୁ ଗୋଟିଏ ଉଚ୍ଚ ଶବ୍ଦ ଶୁଣିଲି। ଏହି ଶବ୍ଦ ତୂରୀନାଦ ପରି ଥିଲା।


ଅନ୍ୟସ୍ଥାନରେ ଏକ ହଜାର ଦିନଠାରୁ ତୁମ୍ଭ ମନ୍ଦିରରେ ଏକଦିନ ବହୁତ ଭଲ। ଦୁଷ୍ଟ ଲୋକମାନଙ୍କ ଗୃହରେ ବାସ କରିବା ଅପେକ୍ଷା ପରମେଶ୍ୱରଙ୍କ ମନ୍ଦିର ସମ୍ମୁଖରେ ଛିଡ଼ା ହେବା ଭଲ।


ହେ ସଦାପ୍ରଭୁ, ମୁଁ ଅନ୍ୟ କିଛି ଅପେକ୍ଷା, ତୁମ୍ଭ ମନ୍ଦିରର ଅଗଣାରେ ପ୍ରବେଶ କରିବାକୁ ଅଧିକ ଗ୍ଭହେଁ। ମୋର ହୃଦୟ ଓ ଶରୀର ଆନନ୍ଦର ସହିତ ଜୀବନ୍ତ ପରମେଶ୍ୱରଙ୍କ ଦର୍ଶନ ନିମନ୍ତେ ବ୍ୟାକୁଳ।


ଯେତେବେଳେ ମୁଁ ମନେ ପକାଏ, ମୋର ହୃଦୟ ବିଦୀର୍ଣ୍ଣ ହୋଇଯାଏ, ସେହି ସୁଦିନ ଗୁଡ଼ିକୁ ଯାହା ମୁଁ ତୁମ୍ଭ ମନ୍ଦିରରେ କଟାଇଥିଲି। ଯେତେବେଳେ ଲୋକଭିଡ଼ ମଧ୍ୟରେ ମୁଁ ପରମେଶ୍ୱରଙ୍କ ମନ୍ଦିରକୁ ଗ୍ଭଲିଲି, ମୁଁ ମନେ ପକାଏ ସେହିସବୁ ଖୁସୀର ଦିନଗୁଡ଼ିକ ଓ ପ୍ରଶଂସାର ଗୀତ ସବୁ ଯାହାକି ଲୋକମାନେ ପର୍ବପର୍ବାଣି ବେଳେ ଗାନ କରନ୍ତି।


ମୁଁ ଖୁସୀ ହେଲି, ଯେତେବେଳେ ଲୋକମାନେ କହିଲେ, “ଗ୍ଭଲ ସଦାପ୍ରଭୁଙ୍କ ମନ୍ଦିରକୁ ଯିବା।”


ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷୟ ପ୍ରାର୍ଥନା କରେ, “ଯେପରି ମୋର ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ଯାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟକୁ ଦେଖି ପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରି ପାରିବି।”


“ଛଅ ଦିନ କର୍ମ କରିବ। କିନ୍ତୁ ସପ୍ତମ ଦିନଟି ତୁମ୍ଭମାନଙ୍କ ବିଶ୍ରାମ ପାଇଁ ଏକ ସ୍ୱତନ୍ତ୍ର ଦିନ। ତାହା ସଦାପ୍ରଭୁଙ୍କ ପାଇଁ ବିଶ୍ରାମ ଦିନ ହେବ। ଯେକେହି ସେହି ପବିତ୍ର ଦିନରେ କର୍ମ କରିବ, ତାକୁ ମୃତ୍ୟୁଦଣ୍ଡ ଦିଆଯିବା ଉଚିତ୍।


ତୁମ୍ଭେମାନେ ବିଶ୍ରାମ ଦିନରେ କୌଣସି ବାସଗୃହରେ ଅଗ୍ନି ଜାଳିବ ନାହିଁ।”


ସଦାପ୍ରଭୁ କୁହନ୍ତି, “ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।


ଆମ୍ଭେମାନେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ୱସ୍ତ ହେବା। ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ୟା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।


“ତୁମ୍ଭେମାନେ ପ୍ରତ୍ୟେକ ନିଜ ନିଜ ପିତାମାତାଙ୍କୁ ଭୟ ଓ ସମ୍ମାନ କରିବ। ଏବଂ ମୋର ବିଶ୍ରାମ ଦିନ ପାଳନ କରିବ, କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ।


ବିବାଦ ଉପସ୍ଥିତ ହେଲେ ସେମାନେ ବିଗ୍ଭରପତି ଭାବରେ ବିଗ୍ଭର କରିବେ। ମୋର ସମସ୍ତ ଶାସନ ବିଧି ଅନୁସାରେ ସେମାନେ ବିଗ୍ଭର ନିଷ୍ପତ୍ତି କରିବେ ଏବଂ ସେମାନେ ମୋର ନିରୂପିତ ସମସ୍ତ ପର୍ବରେ ମୋର ବ୍ୟବସ୍ଥା ଓ ମୋର ବିଧିସବୁ ପାଳନ କରିବେ। ଆଉ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ପବିତ୍ର ରଖିବା ଉଚିତ୍।


Swiv nou:

Piblisite


Piblisite