ଯିଶାଇୟ 58:9 - ପବିତ୍ର ବାଇବଲ9 ସେତେବେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡାକିବ ଓ ସେ ଉତ୍ତର ଦେବେ। ତୁମ୍ଭେ ଆର୍ତ୍ତସ୍ୱରରେ କହିବ, ଆଉ ସେ ଉତ୍ତର ଦେବେ, “ଆମ୍ଭେ ଏଠାରେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜନ ଓ ଅଧର୍ମ ବାକ୍ୟ ଦୂର କର Gade chapit laପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ଵର କରିବ, ଆଉ ସେ କହିବେ, ଆମ୍ଭେ ଉପସ୍ଥିତ ଅଛୁ। ଯେବେ ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳିତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; Gade chapit laଓଡିଆ ବାଇବେଲ9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର; Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”