Biblia Todo Logo
Bib sou entènèt

- Piblisite -




ଯିଶାଇୟ 59:17 - ପବିତ୍ର ବାଇବଲ

17 ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତିଶୋଧରୂପକ ବସ୍ତ୍ର ଓ ଉ‌ଦ୍‌ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍ଯୋଗରୂପ ବସ୍ତ୍ର ପିନ୍ଧିଲେ।

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ର ରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ସେ ବୁକୁପଟା ରୂପେ ଧାର୍ମିକତା ଓ ପରିତ୍ରାଣର ଟୋପର ଆପଣାର ମସ୍ତକରେ ପିନ୍ଧିଲେ; ଆଉ, ସେ ପ୍ରତିଶୋଧରୂପ ବସ୍ତ୍ର ପରିଧାନ କଲେ ଓ ଉତ୍ତରୀୟ ବସ୍ତ୍ରରୂପେ ଉଦ୍‍ଯୋଗରୂପ ବସ୍ତ୍ର ପିନ୍ଧିଲେ।

Gade chapit la Kopi




ଯିଶାଇୟ 59:17
24 Referans Kwoze  

ପରମେଶ୍ୱର ଦତ୍ତ ପରିତ୍ରାଣକୁ ଶିରସ୍ତ୍ରାଣ ରୂପେ ପବିତ୍ରଆତ୍ମାଙ୍କ ଖ‌‌ଡ଼୍‌ଗ ଗ୍ରହଣ କର, ସେହି ଖ‌‌ଡ଼୍‌ଗ ହେଉଛି ପରମେଶ୍ୱରଙ୍କ ଉପଦେଶ।


ଅତଏବ, ଅଣ୍ଟାରେ ସତ୍ୟର କଟିବନ୍ଧ ବାନ୍ଧି, ବକ୍ଷରେ ଧାର୍ମିକ ଜୀବନର ସୁରକ୍ଷାଯୁକ୍ତ ବୁକୁପଟା ପିନ୍ଧ।


କିନ୍ତୁ ଆମ୍ଭେ ଦିନର ହୋଇଥିବାରୁ ନିଜକୁ ସଂଯମ କରିବା ଆବଶ୍ୟକ। ବିଶ୍ୱାସ ଓ ପ୍ରେମର ସାଞ୍ଜୁ ପିନ୍ଧିବା ଓ ପରିତ୍ରାଣର ଭରସାକୁ ଶିରସ୍ତ୍ରାଣ ରୂପେ ପରିଧାନ କରିବା ଦରକାର।


ଆମ୍ଭେ ଜାଣୁ ଯେ, ପରମେଶ୍ୱର କହିଥିଲେ: “ମନ୍ଦ କାମ କରିଥିବା ଲୋକଙ୍କୁ ମୁଁ ଦଣ୍ଡ ଦେବି, ମୁଁ ତାହାଙ୍କୁ ପ୍ରତିଦାନ ଦେବି।” ପରମେଶ୍ୱର ଆହୁରି ମଧ୍ୟ କହିଥିଲେ: “ପ୍ରଭୁ ତାହାଙ୍କ ଲୋକଙ୍କର ବିଗ୍ଭର କରିବେ।”


ଏହିସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ୟମାନେ ଶାସ୍ତ୍ରରେ ଲେଖା ହୋଇଥିବା ଏହି ବାଣୀ ମନେ ପକାଇଲେ: “ତୁମ୍ଭ ଗୃହ ପାଇଁ ମୋର ଅନୁରାଗ ମୋତେ ଗ୍ରାସ କରିବ।”


ହେ ସଦାପ୍ରଭୁଙ୍କ ବାହୁ, ଉଠ, ଜାଗ୍ରତ ହୁଅ। ବଳ ଧାରଣ କର। ଯେପରି ପୂର୍ବକାଳରେ ଓ ପ୍ରାଚୀନକାଳର ପୁରୁଷ ପରମ୍ପରା ସମୟରେ ଉଠିଥିଲ, ସେହିପରି ଜାଗ। ରାହାବକୁ ଯେ ଖଣ୍ଡ ଖଣ୍ଡ କରି କାଟିଥିଲେ ଓ ନାଗକୁ ଯେ ବିଦ୍ଧ କରିଥିଲେ, ସେହି ପ୍ରଭୁ ତୁମ୍ଭେ ନୁହଁ କି?


ତା'ପରେ ମୁଁ ସ୍ୱର୍ଗ ଖୋଲିଯିବାର ଦେଖିଲି। ସେଠାରେ ଗୋଟିଏ ଶ୍ୱେତ ଅଶ୍ୱ, ଠିଆ ହୋଇଥିଲା। ଅଶ୍ୱାରୋହୀଙ୍କ ନାମ ‘ବିଶ୍ୱସ୍ତ’ ଓ ‘ସତ୍ୟବାନ’। ସେ ନ୍ୟାୟପୂର୍ଣ୍ଣ ଭାବରେ ବିଗ୍ଭର କରନ୍ତି ଓ ଲଢ଼ନ୍ତି।


ତାଙ୍କ ରାଜ୍ୟରେ କର୍ତ୍ତୃତ୍ୱ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସେହି ରାଜା ନ୍ୟାୟ ଓ ଧାର୍ମିକତା ବଳରେ ଅନନ୍ତକାଳ ପର୍ଯ୍ୟନ୍ତ ରାଜ୍ୟ ଶାସନ କରିବେ। ସର୍ବଶକ୍ତିମାନ ସଦାପ୍ରଭୁଙ୍କର ତାଙ୍କ ଲୋକମାନଙ୍କ ପାଇଁ ଅନନ୍ତ ପ୍ରେମ ରହିଛି ଏବଂ ଏହି ପ୍ରେମ ଯୋଗୁଁ ସେ ଏଗୁଡ଼ିକ କରିବେ।


ଧାର୍ମିକତା ମୋର ବସ୍ତ୍ର ନ୍ୟାୟ ମୋର ଗ୍ଭେଗା ଓ ମୋର ପଗଡ଼ି ଥିଲା।


ପ୍ରତ୍ୟେକ କଥାରେ ଆମ୍ଭେ ଆମ୍ଭର ଧାର୍ମିକ ଜୀବନ ପ୍ରଣାଳୀକୁ ରକ୍ଷା ଢାଲ ଭାବରେ ବ୍ୟବହାର କରୁ।


ମୋର ମତରେ ତୁମ୍ଭ ମନ୍ଦିର ପାଇଁ ମୁଁ ଧ୍ୱଂସ ହୋଇଛି। ଯେଉଁମାନେ ତୁମ୍ଭର ଉପହାସ କରନ୍ତି ତାହା ମୋତେ ବାଧେ।


ଯେଉଁମାନେ ପରମେଶ୍ୱରଙ୍କୁ ଜାଣନ୍ତି ନାହିଁ ଓ ଆମ୍ଭ ପ୍ରଭୁ ଯୀଶୁଙ୍କର ସୁସମାଗ୍ଭରକୁ ମାନନ୍ତି ନାହିଁ, ସେମାନଙ୍କୁ ଦଣ୍ଡ ଦେବା ଲାଗି ସେ ଜ୍ୱଳନ୍ତ ଅଗ୍ନିଶିଖା ସହିତ ଆସିବେ।


ତା'ପରେ ସ୍ୱର୍ଗଦୂତ ଯିଏ ମୋ’ ସଙ୍ଗରେ କଥା କହୁଥିଲେ, କହିଲେ, ମୋର ଏହି ବାକ୍ୟ ଘୋଷଣା କର। ସର୍ବଶକ୍ତିମାନ ସଦାପ୍ରଭୁ ପୁଣି କୁହନ୍ତି; “ଆମ୍ଭର ଯିରୁଶାଲମ ଓ ସିୟୋନ ପ୍ରତି ପ୍ରଗାଢ଼ ଅନୁରାଗ ଅଛି।


ବର୍ତ୍ତମାନ ସ୍ୱର୍ଗ ଉପରୁ ଦେଖ, ତୁମ୍ଭ ପବିତ୍ରତା ଓ ତୁମ୍ଭ ପରାକ୍ରମର ବସତି ସ୍ଥାନରୁ ଦେଖ, ତୁମ୍ଭର ଶାଶ୍ୱତ ପ୍ରେମ କାହିଁ? ତୁମ୍ଭର କୋହ ଓ ଦୟା କାହିଁ?


ସେ ଉତ୍ତର କରନ୍ତି, “ଆମ୍ଭେ ଏକାକୀ ଦ୍ରାକ୍ଷା ମର୍ଦ୍ଦନ କରିଅଛୁ ଓ ଲୋକମାନଙ୍କ ମଧ୍ୟରୁ ଆମ୍ଭ ସଙ୍ଗେ କେହି ନ ଥିଲେ। ଆମ୍ଭେ ନିଜର କ୍ରୋଧରେ ସେମାନଙ୍କୁ ଦଳନ କଲୁ ଓ ନିଜର କୋପରେ ସେମାନଙ୍କୁ ମର୍ଦ୍ଦନ କଲୁ। ଏଣୁ ସେମାନଙ୍କର ପ୍ରାଣ ରକ୍ତର ଛିଟାରେ ଆମ୍ଭ ବସ୍ତ୍ର ରଞ୍ଜିତ ହେଲା ଓ ଆମ୍ଭେ ସେହି ରକ୍ତ ରଞ୍ଜିତ ବସ୍ତ୍ର ପରିଧାନ କରିଅଛୁ।


ହେ ସଦାପ୍ରଭୁ, ପ୍ରତିଫଳ ଦାତା ପରମେଶ୍ୱର, ଯିଏ ଦଣ୍ଡ ଦିଅନ୍ତି, ତୁମ୍ଭର ମହାନତା ଦେଖାଅ।


ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉ‌‌‌ତ୍‌‌‌ଥିତ ହେବ, ତଥାପି ସେମାନେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦ‌ଗ୍‌ଧିଭୂତ ହେବେ।


କାରଣ ଯିରୁଶାଲମରୁ ରକ୍ଷାପ୍ରାପ୍ତ ଏହି ଅଳ୍ପ କେତେକ ଅବଶିଷ୍ଟ ଲୋକ ସିୟୋନ ପର୍ବତରୁ ବାହାରିବେ।” ସର୍ବଶକ୍ତିମାନ ସଦାପ୍ରଭୁଙ୍କ ଗଭୀର ପ୍ରେମର ସିଦ୍ଧତା ଦ୍ୱାରା ଏହା ପ୍ରମାଣିତ ହେବ।


ସଦାପ୍ରଭୁ ମହାନ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତେଜିତ କରିବେ ଓ ସେ ଘୋର ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳରେ ପ୍ରବଳ ରୂପରେ କାର୍ଯ୍ୟ କରିବେ।


“ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି?”


ତା'ପରେ ସେମାନଙ୍କ ବିରୁଦ୍ଧରେ ଆମ୍ଭର କ୍ରୋଧ ଶେଷ ହେବ ଓ ଆମ୍ଭର କୋପ ଶାନ୍ତ ହେବ। ଏବଂ ସେମାନଙ୍କ ଉପରେ ପ୍ରତିଶୋଧ ନେଇଥିବାରୁ ଆମ୍ଭେ ନିଜେ ଆଶ୍ୱସ୍ତ ହେବା। ତା'ପରେ ଯେତେବେଳେ ସେମାନଙ୍କ ଉପରୁ ମୋର କ୍ରୋଧ ଦୂରେଇ ଯିବ, ସେମାନେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଆପଣା କ୍ରୋଧ ସେମାନଙ୍କ ବିରୁଦ୍ଧରେ କହିଅଛୁ।”


Swiv nou:

Piblisite


Piblisite