ଯିଶାଇୟ 59:4 - ପବିତ୍ର ବାଇବଲ4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ। ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କୁହନ୍ତି। ସେମାନେ ଅନିଷ୍ଟକୁ ଗର୍ଭରେ ଧାରର କରନ୍ତି ଓ ଅପରାଧ ପ୍ରସବ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି। Gade chapit laଓଡିଆ ବାଇବେଲ4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି। Gade chapit la |
ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ।