ଯିଶାଇୟ 59:9 - ପବିତ୍ର ବାଇବଲ9 ଏଥି ସକାଶେ ନ୍ୟାୟ ବିଗ୍ଭର ଆମ୍ଭଠାରୁ ଦୂରରେ ଥାଏ ଓ ଧାର୍ମିକତା ଆମ୍ଭମାନଙ୍କ ପାଖ ମାଡ଼େ ନାହିଁ। ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର କେବଳ ଅନ୍ଧକାର ଦେଖୁ। ଆଲୋକକୁ ଅପେକ୍ଷା କରୁ, ମାତ୍ର ଅନ୍ଧକାରରେ ଭ୍ରମଣ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ। Gade chapit laଓଡିଆ ବାଇବେଲ9 ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏନିମନ୍ତେ ବିଚାର ଆମ୍ଭମାନଙ୍କଠାରୁ ଦୂରରେ ଥାଏ, ଧାର୍ମିକତା ଆମ୍ଭମାନଙ୍କ ସଙ୍ଗ ଧରେ ନାହିଁ; ଆମ୍ଭେମାନେ ଦୀପ୍ତି ପାଇଁ ଅପେକ୍ଷା କରୁ, ମାତ୍ର ଦେଖ, ଅନ୍ଧକାର; ଆଲୁଅର ଅପେକ୍ଷା କରୁ, ମାତ୍ର ଆମ୍ଭେମାନେ ଅନ୍ଧାରରେ ଭ୍ରମଣ କରୁ। Gade chapit la |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।