ଯିଶାଇୟ 6:1 - ପବିତ୍ର ବାଇବଲ1 ଯିହୁଦାର ରାଜା ଉଷିୟଙ୍କ ମୃତ୍ୟୁବର୍ଷରେ ମୁଁ ମୋର ପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହେଲି। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପରେ ଉପବିଷ୍ଟ ହୋଇଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। Gade chapit laଓଡିଆ ବାଇବେଲ1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଉଷୀୟ ରାଜା ମୃତ ହେବା ବର୍ଷ ମୁଁ ପ୍ରଭୁଙ୍କୁ ଏକ ଉଚ୍ଚ ଓ ଉନ୍ନତ ସିଂହାସନରେ ଉପବିଷ୍ଟ ଦେଖିଲି, ତାହାଙ୍କ ରାଜବସ୍ତ୍ରର ଅଞ୍ଚଳ ମନ୍ଦିରକୁ ପରିପୂର୍ଣ୍ଣ କଲା। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।
ମୁଁ ବୂଷିର ପୁତ୍ର ଯାଜକ ଯିହିଜିକଲ। କବାର ନଦୀ କୂଳରେ ମୁଁ ନିର୍ବାସିତ ଥିଲା ବେଳେ ଆକାଶ ଖୋଲିଗଲା ଏବଂ ତିରିଶତମ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲରେ ମୁଁ ପରମେଶ୍ୱରଙ୍କ ଦର୍ଶନ ପାଇଲି। ରାଜା ଯିହୋୟାଖୀନ୍ର ନିର୍ବାସିତ ହେବାର ପଞ୍ଚମ ବର୍ଷର ମାସର ପଞ୍ଚମ ଦିନରେ ଯାଜକ ଯିହିଜିକଲ ନିକଟକୁ ସଦାପ୍ରଭୁଙ୍କର ବାକ୍ୟ ଆସିଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କର ଶକ୍ତି ତାଙ୍କ ଉପରକୁ ଆସିଲା।