ଯିଶାଇୟ 6:2 - ପବିତ୍ର ବାଇବଲ2 ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ସରାଫଗଣ ଛିଡ଼ା ହୋଇଥିଲେ। ପ୍ରତ୍ୟେକ ସରାଫଙ୍କର ଛଅଟି ପକ୍ଷ ଥିଲା। ସେହି ଦେବଦୂତଗଣ ସେମାନଙ୍କର ଦୁଇଟି ପକ୍ଷରେ ମୁଖକୁ ଆଚ୍ଛାଦନ କରିଥିଲେ। ସେମାନେ ମଧ୍ୟ ଦୁଇଟି ପକ୍ଷ ସାହାଯ୍ୟରେ ସେମାନଙ୍କର ପାଦକୁ ଆଚ୍ଛାଦନ କରିଥିଲେ, ଏବଂ ଉଡ଼ିବାରେ ଦୁଇଟି ପକ୍ଷ ବ୍ୟବହାର କରୁଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। Gade chapit laଓଡିଆ ବାଇବେଲ2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ। Gade chapit la |
ତୁମ୍ଭେ ହିଁ ପରମେଶ୍ୱର ଅଟ। ହେ ସଦାପ୍ରଭୁ, କେବଳ ତୁମ୍ଭେ ହିଁ ପରମେଶ୍ୱର ଅଟ। ତୁମ୍ଭେ ଆକାଶର ସୃଷ୍ଟିକର୍ତ୍ତା! ତୁମ୍ଭେ ହିଁ ଉଚ୍ଚ ସ୍ୱର୍ଗ ସୃଷ୍ଟି କରିଅଛ। ଏବଂ ସ୍ୱର୍ଗର ସମସ୍ତ ବସ୍ତୁ ତୁମ୍ଭେ ହିଁ ସୃଷ୍ଟି କରିଅଛ। ତୁମ୍ଭେ ପୃଥିବୀ ଓ ତହିଁରେ ସକଳର ସୃଷ୍ଟିକର୍ତ୍ତା। ତୁମ୍ଭେ ସମୁଦ୍ରର ସୃଷ୍ଟିକର୍ତ୍ତା ଏବଂ ତନ୍ମଧ୍ୟରେ ସମସ୍ତ ବସ୍ତୁର ସୃଷ୍ଟିକର୍ତ୍ତା। ତୁମ୍ଭେ ପ୍ରତ୍ୟେକର ଜୀବନଦାତା। ସ୍ୱର୍ଗୀୟ ଦୂତଗଣ ତୁମ୍ଭକୁ ଉପାସନା କରନ୍ତି।