ଯିଶାଇୟ 6:3 - ପବିତ୍ର ବାଇବଲ3 ସେମାନେ ପରସ୍ପରକୁ ଡାକି କହୁଥିଲେ, “ସର୍ବଶକ୍ତିମାନ ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ। ତାଙ୍କର ମହିମା ସମଗ୍ର ପୃଥିବୀରେ ବ୍ୟାପିଯାଇଛି।” ସେହି ଦେବଦୂତମାନଙ୍କର ସ୍ୱର ଅତି ଉଚ୍ଚ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ସେମାନେ ପରସ୍ପର ଡାକି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଧର୍ମମୟ, ଧର୍ମମୟ, ଧର୍ମମୟ; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ। Gade chapit laଓଡିଆ ବାଇବେଲ3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।” Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।