ଯିଶାଇୟ 60:13 - ପବିତ୍ର ବାଇବଲ13 ଲିବାନୋନ୍ର ଗୌରବ ତୁମ୍ଭ ନିକଟକୁ ଆସିବ। ଦେବଦାରୁ, ତିଧର ଓ ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନକୁ ସୁଶୋଭିତ କରିବାକୁ ଆସିବେ। ଆମ୍ଭେ ଆମ୍ଭର ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ଵିତ କରିବା। Gade chapit laଓଡିଆ ବାଇବେଲ13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଲିବାନୋନର ଗୌରବ ତୁମ୍ଭ ନିକଟକୁ ଆସିବ, ଦେବଦାରୁ, ତିଧର, ତାଶୂର ବୃକ୍ଷ ଏକତ୍ର ହୋଇ ଆମ୍ଭର ପବିତ୍ର ସ୍ଥାନ ସୁଶୋଭିତ କରିବା ପାଇଁ ଆସିବେ, ପୁଣି ଆମ୍ଭେ ଆପଣା ପାଦପୀଠର ସ୍ଥାନ ଗୌରବାନ୍ୱିତ କରିବା। Gade chapit la |
ରାଜା ଦାଉଦ ଉଠି ଠିଆ ହେଲେ ଓ କହିଲେ, “ହେ ମୋର ଭ୍ରାତା ଓ ମୋର ଲୋକଗଣ, ମୋର କଥା ଶୁଣ। ମୋର ହୃଦୟରେ ମୁଁ ସଦାପ୍ରଭୁଙ୍କ ନିୟମସିନ୍ଦୁକ ରଖିବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ଇଚ୍ଛା କରିଥିଲି। ପରମେଶ୍ୱରଙ୍କ ପାଦପୀଠ ହେବା ନିମନ୍ତେ ଏକ ସ୍ଥାନ ନିର୍ମାଣ କରିବାକୁ ମୁଁ ଇଚ୍ଛା କରିଥିଲି। ଆଉ, ପରମେଶ୍ୱରଙ୍କ ସେହି ମନ୍ଦିର ନିର୍ମାଣ କରିବା ନିମନ୍ତେ ମୁଁ ଅନେକ ଯୋଜନାମାନ କରିଥିଲି।