ଯିଶାଇୟ 60:14 - ପବିତ୍ର ବାଇବଲ14 ଯେଉଁମାନେ ତୁମ୍ଭକୁ କଷ୍ଟ ଦେଇଥିଲେ ସେମାନଙ୍କର ସନ୍ତାନଗଣ ତୁମ୍ଭ ନିକଟକୁ ଆସି ନତ ହେବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କରିଥିଲେ, ସେମାନେ ସମସ୍ତେ ତୁମ୍ଭ ପଦତଳେ ପ୍ରଣାମ କରିବେ। ଆଉ ସେମାନେ ତୁମ୍ଭକୁ ‘ସଦାପ୍ରଭୁଙ୍କର ନଗରୀ ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ’ ବୋଲି ସମ୍ବୋଧନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ଯେଉଁମାନେ ତୁମ୍ଭକୁ କ୍ଳେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ଵରୂପଙ୍କର ସିୟୋନ ବୋଲି ସମ୍ଵୋଧନ କରିବେ। Gade chapit laଓଡିଆ ବାଇବେଲ14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ଯେଉଁମାନେ ତୁମ୍ଭକୁ କ୍ଲେଶ ଦେଲେ, ସେମାନଙ୍କର ସନ୍ତାନଗଣ ନତ ହୋଇ ତୁମ୍ଭ ନିକଟକୁ ଆସିବେ ଓ ଯେଉଁମାନେ ତୁମ୍ଭକୁ ତୁଚ୍ଛ କଲେ, ସେମାନେ ସମସ୍ତେ ତୁମ୍ଭ ପଦ ତଳେ ପ୍ରଣାମ କରିବେ; ଆଉ, ସେମାନେ ତୁମ୍ଭକୁ ସଦାପ୍ରଭୁଙ୍କର ନଗରୀ, ଇସ୍ରାଏଲର ଧର୍ମସ୍ୱରୂପଙ୍କର ସିୟୋନ ବୋଲି ସମ୍ବୋଧନ କରିବେ। Gade chapit la |
ସଦାପ୍ରଭୁ କୁହନ୍ତି, “ମିଶରର ସମ୍ପଦ, କୂଶର ବାଣିଜ୍ୟର ଲାଭ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ। ସେମାନେ ତୁମ୍ଭର ଅନୁସରଣ କରିବେ। ସେମାନେ ହସ୍ତରେ ଶୃଙ୍ଖଳାବଦ୍ଧ ହୋଇ ଆସିବେ, ପୁଣି ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ପ୍ରକୃତରେ ଇସ୍ରାଏଲର ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି, ତାଙ୍କ ବିନା ଆଉ କେହି ପରମେଶ୍ୱର ନାହାନ୍ତି ଓ ତାଙ୍କ ବ୍ୟତୀତ ଆଉ କେହି ମଧ୍ୟ ନାହାନ୍ତି।’”
ଯେ ବିଜୟୀ ହୁଏ, ତାହାକୁ ମୁଁ ମୋର ପରମେଶ୍ୱରଙ୍କ ମନ୍ଦିରରେ ଗୋଟିଏ ସ୍ତମ୍ଭ ସ୍ୱରୂପ ରଖିବି। ସେ କଦାପି ସେଠାରୁ ସ୍ଥାନଚ୍ୟୁତ ହେବ ନାହିଁ। ମୁଁ ସେହି ଲୋକ ଉପରେ ପରମେଶ୍ୱରଙ୍କ ନାମ ଲେଖିବି। ମୋ’ ପରମେଶ୍ୱରଙ୍କର ନଗରର ନାମ ମଧ୍ୟ ମୁଁ ତା’ ଉପରେ ଲେଖିବି। ଏହି ନଗରର ନାମ “ନୂତନ ଯିରୁଶାଲମ”। ସେହି ନଗର ମୋହର ପରମେଶ୍ୱରଙ୍କଠାରୁ ସ୍ୱର୍ଗରୁ ଆସୁଅଛି। ମୁଁ ମୋର ନୂତନ ନାମ ମଧ୍ୟ ସେହି ଲୋକ ଉପରେ ଲେଖିବି।