ଯିଶାଇୟ 60:15 - ପବିତ୍ର ବାଇବଲ15 “ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହୋଇଥିବାରୁ କେହି ତୁମ୍ଭ ମଧ୍ୟଦେଇ ଯାତାୟାତ କଲେ ନାହିଁ। ତା’ ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷାନୁକ୍ରମେ ଆନନ୍ଦସ୍ୱରୂପ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନ; କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ-ପରମ୍ପରାର ଆନନ୍ଦ ସ୍ଵରୂପ କରିବା। Gade chapit laଓଡିଆ ବାଇବେଲ15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା। Gade chapit la |
ସଦାପ୍ରଭୁ କହନ୍ତି, ଏଠାରେ ତୁମ୍ଭେମାନେ ଆନନ୍ଦ ଧ୍ୱନି ଓ ହର୍ଷନାଦ, ବର କନ୍ୟାଙ୍କର ହର୍ଷଧ୍ୱନି, ସଦାପ୍ରଭୁଙ୍କର ପ୍ରଶଂସା ଗାନର କୋଳାହଳ ପାଇବ। ସେମାନେ କହିବେ, ‘ସଦାପ୍ରଭୁ ମଙ୍ଗଳମୟ ଓ ତାଙ୍କର କରୁଣା ସଦାକାଳ ସ୍ଥାୟୀ।’ ତେଣୁ ତାଙ୍କର ଧନ୍ୟବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦସ୍ୱରୂପ ବଳି ଆଣିବାର ଶବ୍ଦ ଶୁଣାଯିବ। ଏହା ହେବ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ୟ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସେପରି ହୋଇଯିବ।”