ଯିଶାଇୟ 60:2 - ପବିତ୍ର ବାଇବଲ2 କାରଣ ପୃଥିବୀ ଅନ୍ଧକାରାଚ୍ଛନ୍ନ ହେବ ଓ ଘନ ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଆଲୋକ ପ୍ରଦାନ କରିବେ ଓ ତାଙ୍କର ମହିମା ତୁମ୍ଭ ଉପରେ ଦେଖାଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ, ଦେଖ, ଅନ୍ଧକାର ପୃଥିବୀକି ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ। Gade chapit laଓଡିଆ ବାଇବେଲ2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ, ଦେଖ, ଅନ୍ଧକାର ପୃଥିବୀକୁ ଓ ଘୋର ଅନ୍ଧକାର ଗୋଷ୍ଠୀବର୍ଗଙ୍କୁ ଆଚ୍ଛନ୍ନ କରିବ; ମାତ୍ର ତୁମ୍ଭ ଉପରେ ସଦାପ୍ରଭୁ ଉଦିତ ହେବେ ଓ ତାହାଙ୍କର ପ୍ରତାପ ତୁମ୍ଭ ଉପରେ ଦେଖାଯିବ। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।