ଯିଶାଇୟ 60:21 - ପବିତ୍ର ବାଇବଲ21 “ଆଉ ମଧ୍ୟ ତୁମ୍ଭର ସମସ୍ତ ଲୋକେ ଧାର୍ମିକ ହେବେ। ସେମାନେ ଅନନ୍ତକାଳ ଯାଏ ଦେଶ ଶାସନ କରିବେ। ମୋ’ ଗୌରବକୁ ଦେଖାଇବା ପାଇଁ ସେମାନେ ମୋ’ ଦ୍ୱାରା ଲଗା ହୋଇଥିବା ଗଛର ଫଳ ସଦୃଶ। Gade chapit laପବିତ୍ର ବାଇବଲ (Re-edited) - (BSI)21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନ; କାଳଯାଏ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। Gade chapit laଓଡିଆ ବାଇବେଲ21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି। Gade chapit la |
ମୁଁ ମୋର ଇସ୍ରାଏଲୀୟ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ମନୋନୀତ କଲି ଏବଂ ସେଠାରେ ସେମାନଙ୍କୁ ସ୍ଥାପିତ କଲି। ଏବଂ ସେମାନଙ୍କୁ ଗୋଟିଏ ସ୍ଥାନରୁ ଅନ୍ୟ ଗୋଟିଏ ସ୍ଥାନକୁ ଯିବାକୁ ପଡ଼ିବ ନାହିଁ। ପୂର୍ବରୁ ମୁଁ ବିଗ୍ଭରକଗଣଙ୍କୁ ପଠାଇ ଅଛି। ଅତୀତରେ ମନ୍ଦ ଲୋକମାନେ ତୁମ୍ଭମାନଙ୍କୁ ଅସୁବିଧାରେ ପକାଉଥିଲେ, କିନ୍ତୁ ତାହା ଆଉ କେବେ ହେବ ନାହିଁ। ପରମେଶ୍ୱର ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ସମସ୍ତ ଶତ୍ରୁମାନଙ୍କଠାରୁ ଆଶ୍ୱସ୍ତି କରିବେ। ଆଉ ସଦାପ୍ରଭୁ କହନ୍ତି, ସେ ତୁମ୍ଭମାନଙ୍କ ବଂଶରୁ ଓ ପରିବାରରୁ ରାଜାଗଣ କରିବେ।