ଯିଶାଇୟ 60:8 - ପବିତ୍ର ବାଇବଲ8 ଏମାନେ କିଏ, ଯେ କି ମେଘ ସଦୃଶ ଉଡ଼ି ଆସୁଛନ୍ତି ଓ ଉଡ଼ନ୍ତା କପୋତ ସଦୃଶ ନିଜ ନିଜ ଭାଡ଼ିକୁ ଉଡ଼ି ଆସୁଛନ୍ତି? Gade chapit laପବିତ୍ର ବାଇବଲ (Re-edited) - (BSI)8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ? Gade chapit laଓଡିଆ ବାଇବେଲ8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମେଘର ନ୍ୟାୟ ଓ ଆପଣା ଆପଣା ଭାଡ଼ିକୁ ଉଡ଼ନ୍ତା କପୋତଗଣର ନ୍ୟାୟ ଉଡ଼ି ଆସୁଅଛନ୍ତି ଯେ ଏମାନେ, ଏମାନେ କିଏ? Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।