Biblia Todo Logo
Bib sou entènèt

- Piblisite -




ଯିଶାଇୟ 63:2 - ପବିତ୍ର ବାଇବଲ

2 “ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ରପରି କାହିଁକି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ତରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?

Gade chapit la Kopi

ଓଡିଆ ବାଇବେଲ

2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆପଣଙ୍କର ପରିଧେୟ ବସ୍ତ୍ର ରକ୍ତବର୍ଣ୍ଣ ଓ କୁଣ୍ଡରେ ଦ୍ରାକ୍ଷାମର୍ଦ୍ଦନକାରୀର ବସ୍ତ୍ର ପରି କାହିଁକି?

Gade chapit la Kopi




ଯିଶାଇୟ 63:2
7 Referans Kwoze  

ସେ ରକ୍ତଭିଜା ଗୋଟିଏ ରାଜ ପୋଷାକ ପିନ୍ଧିଥିଲେ। ତାହାଙ୍କ ନାମ ‘ପରମେଶ୍ୱରଙ୍କ ବାକ୍ୟ’।


ସେହି ଅଶ୍ୱାରୋହୀଙ୍କ ମୁଖରୁ ଗୋଟିଏ ତୀ‌କ୍ଷ୍‌ଣ ଖଣ୍ଡା ବାହାରି ଥିଲା। ସେ ଜାତିଗଣଙ୍କୁ ଦମନ କରିବା ପାଇଁ ଏହି ଖଣ୍ତାର ପ୍ରୟୋଗ କରିବେ। ସେ ଲୌହଦଣ୍ଡରେ ସେମାନଙ୍କୁ ଶାସନ କରିବେ। ସେ ସର୍ବଶକ୍ତିମାନ୍ ପରମେଶ୍ୱରଙ୍କର କ୍ରୋଧରୂପ ଦ୍ରାକ୍ଷାପେଷା କୁଣ୍ଡକୁ ଦଳି ପକାଇବେ।


ତା'ପରେ ସ୍ୱର୍ଗଦୂତ ପୃଥିବୀ ଉପରେ ନିଜର ଦାଆ ବୁଲାଇଲେ ଓ ପୃଥିବୀରୁ ଦ୍ରାକ୍ଷାଗୁଡ଼ିକୁ ଏକାଠି କଲେ। ସେ ପରମେଶ୍ୱରଙ୍କର କ୍ରୋଧ ରୂପ ଦ୍ରାକ୍ଷାପେଷା କୁଣ୍ଡରେ ସେଗୁଡ଼ିକୁ ପକାଇ ଦେଲେ।


ସେ ଦ୍ରାକ୍ଷାଲତା ନିକଟରେ ଆପଣା ଗଧକୁ ବାନ୍ଧିଲେ। ସେ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗଧର ଛୁଆକୁ ବାନ୍ଧିବ। ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଆପଣା ପରିଧେୟ ବସ୍ତ୍ର ଧୋଇବ।


ପୁଣି ସଦାପ୍ରଭୁ ଧାର୍ମିକତାର ସାଞ୍ଜୁ ବୁକୁରେ, ପରିତ୍ରାଣରୂପକ ଟୋପି ମସ୍ତକରେ, ପ୍ରତିଶୋଧରୂପକ ବସ୍ତ୍ର ଓ ଉ‌ଦ୍‌ଯୋଗରୂପକ ବସ୍ତ୍ର ଉତ୍ତରୀୟ ରୂପେ ପରିଧାନ କଲେ।


ଇଦୋମରୁ, ଲାଲରଙ୍ଗ ବସ୍ତ୍ର ପରିହିତ ବସୋରାରୁ ଏ ଯେ ଆସୁଛନ୍ତି, ସେ କିଏ? ନିଜ ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ନିଜ ମହାଶକ୍ତିରେ ଯିଏ ବିଜେ କରୁଛନ୍ତି, ସେ କିଏ? ସଦାପ୍ରଭୁ କୁହନ୍ତି, “ଆମ୍ଭେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”


ଏଣୁ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭକୁ ରକ୍ତପାତ ନିମନ୍ତେ ପ୍ରସ୍ତୁତ କରିବି ଓ ମୃତ୍ୟୁ ତୁମ୍ଭର ଅନୁଧାବନ କରିବ। ଯେହେତୁ ତୁମ୍ଭେ ମୃତ୍ୟୁକୁ ଘୃଣା କରି ନାହଁ, ତେଣୁ ମୃତ୍ୟୁ ତୁମ୍ଭ ପଛେ ପଛେ ଗୋଡ଼ାଇବ।


Swiv nou:

Piblisite


Piblisite