ଯିଶାଇୟ 64:2 - ପବିତ୍ର ବାଇବଲ2 ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ଏଥି ସକାଶେ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ୱଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ! Gade chapit laଓଡିଆ ବାଇବେଲ2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ! Gade chapit la |
ନିଶ୍ଚିତଭାବରେ ତୁମ୍ଭେମାନେ ଆମ୍ଭକୁ ଭୟ କରିବାର କାରଣ ଅଛି,” ସଦାପ୍ରଭୁ କହନ୍ତି। “ହଁ, ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଭୟରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ରରେ ଢେଉ ଉଠେ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘୋର ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।