ଯିଶାଇୟ 64:6 - ପବିତ୍ର ବାଇବଲ6 ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit laଓଡିଆ ବାଇବେଲ6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ଆମ୍ଭେ ସମସ୍ତେ ଅଶୁଚି ଲୋକ ତୁଲ୍ୟ ହୋଇଅଛୁ ଓ ଆମ୍ଭମାନଙ୍କର ଧର୍ମକର୍ମସବୁ ଅଶୁଚି ବସ୍ତ୍ର ତୁଲ୍ୟ ଅଟେ ଓ ଆମ୍ଭେ ସମସ୍ତେ ପତ୍ର ତୁଲ୍ୟ ଜୀର୍ଣ୍ଣ ହେଉଅଛୁ; ଆଉ, ଆମ୍ଭମାନଙ୍କର ଅପରାଧସବୁ ବାୟୁ ପରି ଆମ୍ଭମାନଙ୍କୁ ଉଡ଼ାଇ ନିଏ। Gade chapit la |
ଏହା ମୋତେ ଖ୍ରୀଷ୍ଟଙ୍କୁ ଲାଭ କରିବା ପାଇଁ ଓ ଖ୍ରୀଷ୍ଟଙ୍କଠାରେ ରହିବାକୁ ସାହାଯ୍ୟ କରେ। ଖ୍ରୀଷ୍ଟଙ୍କ ସହଭାଗିତାରେ ମୁଁ ପରମେଶ୍ୱରଙ୍କ ଧାର୍ମିକତା ପ୍ରାପ୍ତ ହୁଏ କିନ୍ତୁ ଏହି ଧାର୍ମିକତା ବ୍ୟବସ୍ଥା ପାଳନର ଫଳ ନୁହେଁ। ବରଂ ଏହା ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ପରମେଶ୍ୱରଙ୍କଠାରୁ ଆସେ। ପରମେଶ୍ୱର ତାହାଙ୍କ ପ୍ରତି ମୋତେ ସିଦ୍ଧ କରିବାକୁ ଖ୍ରୀଷ୍ଟଙ୍କଠାରେ ମୋର ବିଶ୍ୱାସକୁ ବ୍ୟବହାର କରନ୍ତି।
ସଦାପ୍ରଭୁ ଏହିକଥା କୁହନ୍ତି, “ହେ ଇସ୍ରାଏଲର ପୁତ୍ରଗଣ, ତୁମ୍ଭେମାନେ ଭାବୁଛ ଆମ୍ଭେ ତୁମ୍ଭର ମାତା ଯିରୁଶାଲମକୁ ତ୍ୟାଗ କରିଅଛୁ। ପ୍ରମାଣ ସ୍ୱରୂପ ସେ ଛାଡ଼ପତ୍ର କାହିଁ ଅଥବା ଆମ୍ଭ ମହାଜନମାନଙ୍କ ମଧ୍ୟରୁ କାହା ନିକଟରେ ତୁମ୍ଭମାନଙ୍କୁ ବିକ୍ରୟ କରିଅଛୁ? ଏଠାରେ ଦେଖ, ତୁମ୍ଭେମାନେ ନିଜର ଅପରାଧ ପାଇଁ ବିକ୍ରୀ ହୋଇଥିଲ ଏବଂ ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭମାନଙ୍କର ମାତା ତୁମ୍ଭମାନଙ୍କୁ ପରିତ୍ୟକ୍ତା ହୋଇଥିଲେ।
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।