ଯିଶାଇୟ 64:8 - ପବିତ୍ର ବାଇବଲ8 ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ। ଆମ୍ଭେମାନେ ମୃତ୍ତିକା ଓ ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର। ଆମ୍ଭେ ସମସ୍ତେ ତୁମ୍ଭ ହସ୍ତର କର୍ମ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ। Gade chapit laଓଡିଆ ବାଇବେଲ8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ। Gade chapit la |
କିନ୍ତୁ ଯଦି ତୁମ୍ଭେ ଆପଣା ଲୋକମାନଙ୍କୁ ଧ୍ୱଂସ କର, ତାହାହେଲେ ମିଶରୀୟମାନେ କହିବେ, ‘ସଦାପ୍ରଭୁ ତାଙ୍କର କ୍ଷତି କରିବାକୁ ଯୋଜନା କରିଥିଲେ। ସେହି କାରଣରୁ ସେ ତାଙ୍କୁ ମିଶରରୁ ବାହାର କରି ସେହି ପର୍ବତଗୁଡ଼ିକରେ ମାରି ପୃଥିବୀରୁ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ଯୋଜନା କରିଥିଲେ।’ ତେଣୁ ସେମାନଙ୍କ ଉପରେ କ୍ରୋଧ ହୁଅ ନାହିଁ। ଦୟାକରି ତୁମ୍ଭର ମନ ପରିବର୍ତ୍ତନ କର। ଦୟାଳୁ ହୁଅ ଓ ସେମାନଙ୍କୁ ଧ୍ୱଂସ କର ନାହିଁ।