ଯିଶାଇୟ 65:16 - ପବିତ୍ର ବାଇବଲ16 “ଯେଉଁ ଲୋକ ପୃଥିବୀରେ ଆଶୀର୍ବାଦର ପାତ୍ର ହୁଏ, ସେ ପରମେଶ୍ୱରଙ୍କ ଦ୍ୱାରା ଆଶୀର୍ବାଦିତ ହେବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରିବ ସେ ପରମେଶ୍ୱରଙ୍କ ନାମରେ ଶପଥ କରିବ। କାରଣ ଅତୀତର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହା ସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ଵରରେ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ଵରଙ୍କ ଦ୍ଵାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି। Gade chapit laଓଡିଆ ବାଇବେଲ16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ଯେଉଁ ଲୋକ ପୃଥିବୀରେ ଆପଣାକୁ ଆଶୀର୍ବାଦ କରେ, ସେ ସତ୍ୟ ପରମେଶ୍ୱରଙ୍କଠାରୁ ଆପଣାକୁ ଆଶୀର୍ବାଦ କରିବ ଓ ଯେଉଁ ଲୋକ ପୃଥିବୀରେ ଶପଥ କରେ, ସେ ସତ୍ୟ ପରମେଶ୍ୱରଙ୍କ ଦ୍ୱାରା ଶପଥ କରିବ; ଯେହେତୁ ପୂର୍ବକାଳର ସଙ୍କଟସବୁ ବିସ୍ମୃତ ହୋଇଅଛି ଓ ତାହାସବୁ ଆମ୍ଭ ଦୃଷ୍ଟିରୁ ଗୁପ୍ତ ହୋଇଅଛି। Gade chapit la |
ତା'ପରେ ମୁଁ କେତୋଟି ସିଂହାସନ ଓ ତା'ଉପରେ ଲୋକମାନଙ୍କୁ ବସିଥିବାର ଦେଖିଲି। ସେହି ଲୋକମାନଙ୍କୁ ବିଗ୍ଭର କରିବାର ଶକ୍ତି ଦିଆଯାଇଥିଲା। ଯୀଶୁଙ୍କ ପାଇଁ ସାକ୍ଷୀ ହେବା ଓ ପରମେଶ୍ୱରଙ୍କର ବାକ୍ୟ ପ୍ରଗ୍ଭର କରିବା ହେତୁ ଯେଉଁମାନଙ୍କୁ ମାରି ଦିଆଯାଇଥିଲା, ମୁଁ ସେହି ଲୋକମାନଙ୍କର ଆତ୍ମାକୁ ଦେଖିଲି। ସେହି ଲୋକମାନେ ପଶୁକୁ କିମ୍ବା ତାହାର ପ୍ରତିମାକୁ ପୂଜା କରି ନ ଥିଲେ। ସେମାନେ ତାହାଙ୍କ କପାଳରେ ବା ହାତରେ ସେହି ପଶୁର ଚିହ୍ନ ଧାରଣ କରି ନ ଥିଲେ। ସେମାନେ ପୁନର୍ବାର ଜୀବିତ ହେଲେ ଓ ଖ୍ରୀଷ୍ଟଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କଲେ।
ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।