ଯିଶାଇୟ 65:5 - ପବିତ୍ର ବାଇବଲ5 “ମାତ୍ର ସେହି ଲୋକମାନେ କୁହନ୍ତି, ‘ସେସ୍ଥାନରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭେମାନେ ତୁମ୍ଭ ଅପେକ୍ଷା ପବିତ୍ର।’ କିନ୍ତୁ ସେହି ଲୋକମାନେ ଆମ୍ଭ ନାସିକାର ଧୂମସ୍ୱରୂପ ଓ ଦିନସାରା ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।” Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ କହନ୍ତି, ସ୍ଵସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ଵରୂପ, ଦିନଯାକ ପ୍ରଜ୍ଵଳିତ ଅଗ୍ନି ସ୍ଵରୂପ। Gade chapit laଓଡିଆ ବାଇବେଲ5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ କହନ୍ତି, ସ୍ୱ ସ୍ଥାନରେ ଛିଡ଼ା ହୁଅ, “ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର;” ଏମାନେ ଆମ୍ଭ ନାସିକାରେ ଧର୍ମସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ। Gade chapit la |
ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ। ମାତ୍ର ତତ୍କ୍ଷଣାତ୍ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ। ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଶାପ ତାହା ପାଇଁ ଛପି ରହିବ, ଆଉ ସଦାପ୍ରଭୁ ଆକାଶ ମଣ୍ତଳ ତଳୁ ତାହାର ନାମ ଲୋପ କରିବ। ଏବଂ ଏହି ବ୍ୟବସ୍ଥାପୁସ୍ତକ ଲିଖିତ ନିୟମର ସମସ୍ତ ଶାପ ଅନୁସାରେ ସଦାପ୍ରଭୁ ତାହାକୁ ଇସ୍ରାଏଲର ସମସ୍ତ ଗୋଷ୍ଠୀୟ ମଧ୍ୟରୁ ଅମଙ୍ଗଳ ନିମନ୍ତେ ପୃଥକ କରିବେ।