ଯିଶାଇୟ 65:7 - ପବିତ୍ର ବାଇବଲ7 ସଦାପ୍ରଭୁ କୁହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ପାପ ପାଇଁ ଓ ତୁମ୍ଭମାନଙ୍କ ପିତୃପୁରୁଷଙ୍କ ପାପ ପାଇଁ ଉଭୟଙ୍କୁ ପ୍ରତିଫଳ ଦେବା।” କାରଣ “ସେମାନେ ପର୍ବତଗୁଡ଼ିକ ଉପରେ ଧୂପ ଜଳାଇଛନ୍ତି ଓ ଉପପର୍ବତଗୁଡ଼ିକ ଉପରେ ଆମ୍ଭର ନିନ୍ଦା କରିଛନ୍ତି। ଏଣୁ ସେମାନଙ୍କ କାର୍ଯ୍ୟର ମାନ କଳନା କରି ପ୍ରତିଫଳ ସେମାନଙ୍କ କୋଳରେ ଦେବା।” Gade chapit laପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ଵଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପିତୃପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା। Gade chapit laଓଡିଆ ବାଇବେଲ7 ସଦାପ୍ରଭୁ କହନ୍ତି, “ପର୍ବତଗଣ ଉପରେ ଧୂପ ଜ୍ୱଳାଇ ଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ କହନ୍ତି, ପର୍ବତଗଣ ଉପରେ ଧୂପ ଜ୍ୱଳାଇଅଛ ଓ ଉପପର୍ବତଗଣ ଉପରେ ଆମ୍ଭକୁ ନିନ୍ଦା କରିଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅପରାଧ ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧସକଳର ପ୍ରତିଫଳ ଆମ୍ଭେ ଏକାବେଳେ ଦେବା; ଏନିମନ୍ତେ ଆମ୍ଭେ ପ୍ରଥମେ ସେମାନଙ୍କ କ୍ରିୟାର ପରିମାଣ କରି ସେମାନଙ୍କ କୋଳରେ ଦେବା।” Gade chapit la |
କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା'ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି।