ଯିଶାଇୟ 65:8 - ପବିତ୍ର ବାଇବଲ8 ସଦାପ୍ରଭୁ ଏହିକଥା କୁହନ୍ତି, “ଯେତେବେଳେ ଦ୍ରାକ୍ଷାଫଳରେ ନୂତନ ଦ୍ରାକ୍ଷାରସ ମିଳେ, ଲୋକେ କୁହନ୍ତି, ଏହାକୁ ନଷ୍ଟ କର ନାହିଁ। କାରଣ ଏଥିରେ ଆଶୀର୍ବାଦ ଅଛି, ସେହିପରି ଆମ୍ଭ ଦାସମାନଙ୍କ ପାଇଁ ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସଦାପ୍ରଭୁ ଏହି କଥା କହନ୍ତି, ଦ୍ରାକ୍ଷାପେଣ୍ତାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit laଓଡିଆ ବାଇବେଲ8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ। Gade chapit la |
ପୁଣି ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ଓ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କୁ ଉଦ୍ଧାର କରିବାକୁ ତୁମ୍ଭମାନଙ୍କ ସହିତ ରହିଅଛୁ। ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛୁ। ସେହି ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ସଂହାର କରିବା। ମାତ୍ର ତୁମ୍ଭମାନଙ୍କୁ ଆମ୍ଭେ ସମ୍ପୂର୍ଣ୍ଣ ରୂପେ ସଂହାର କରିବା ନାହିଁ। ତଥାପି ଆମ୍ଭେ ବିବେଚନା ପୂର୍ବକ ତୁମ୍ଭମାନଙ୍କୁ ଶାସ୍ତି ଦେବା। ତୁମ୍ଭମାନଙ୍କୁ ଉତ୍ତମ ରୂପେ ଶୃଙ୍ଖଳିତ ଓ ଅନୁଶାସିତ କରିବା।”