ଯିଶାଇୟ 65:9 - ପବିତ୍ର ବାଇବଲ9 ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି ସ୍ଥାପନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ। Gade chapit laଓଡିଆ ବାଇବେଲ9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ। Gade chapit la |