ଯିଶାଇୟ 66:2 - ପବିତ୍ର ବାଇବଲ2 ପୁଣି ସଦାପ୍ରଭୁ କୁହନ୍ତି ଆମ୍ଭେ ସମସ୍ତ ପଦାର୍ଥ ନିର୍ମାଣ କରିଅଛୁ। ତେଣୁ ଏ ସମସ୍ତର ଅଧିକାରୀ ଆମ୍ଭେ ଅଟୁ।” ମାତ୍ର “ଯେଉଁମାନେ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ ଥରହର ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟି ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ ଓ ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା। Gade chapit laଓଡିଆ ବାଇବେଲ2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା, ଏହା ସଦାପ୍ରଭୁ କହନ୍ତି; ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା। Gade chapit la |
ମୋ’ ପ୍ରିୟ ମିତ୍ରଗଣ! ତୁମ୍ଭେମାନେ ସର୍ବଦା ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ଥିଲାବେଳେ ତୁମ୍ଭେମାନେ ପରମେଶ୍ୱରଙ୍କ ବାଧ୍ୟ ହୋଇଛ। ମୁଁ ତୁମ୍ଭ ସହିତ ନ ଥିଲାବେଳେ ମଧ୍ୟ ତୁମ୍ଭେ ତାହାଙ୍କ ବାଧ୍ୟ ହେବା ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭେ ନିଶ୍ଚିତ ହେବା ଆବଶ୍ୟକ ଯେ ମୋ’ ସାହାଯ୍ୟ ବିନା ତୁମ୍ଭେ ପରିତ୍ରାଣ ପାଇବ। ପରମେଶ୍ୱରଙ୍କ ପ୍ରତି ସମ୍ମାନ ଓ ଭୟ ରଖି ଏପରି କର।
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।