ଯିଶାଇୟ 66:23 - ପବିତ୍ର ବାଇବଲ23 ସଦାପ୍ରଭୁ ପୁଣି କହନ୍ତି ଯେ, ପୃଥିବୀର ସମସ୍ତ ଲୋକ ମୋ’ ପାଖକୁ ପୂଜା କରିବା ପାଇଁ ଗୋଟିଏ ନୂତନ ଚନ୍ଦ୍ରରୁ ଅନ୍ୟ ଗୋଟିଏ ନୂତନ ଚନ୍ଦ୍ରକ ଏବଂ ଗୋଟିଏ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମ ଦିନ ଆସିବ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ23 “ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ,” ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ଏକ ଅମାବାସ୍ୟାଠାରୁ ଅନ୍ୟ ଅମାବାସ୍ୟା ପର୍ଯ୍ୟନ୍ତ ଓ ଏକ ବିଶ୍ରାମବାରଠାରୁ ଅନ୍ୟ ବିଶ୍ରାମବାର ପର୍ଯ୍ୟନ୍ତ ଯାବତୀୟ ମର୍ତ୍ତ୍ୟ ଆମ୍ଭ ସମ୍ମୁଖରେ ଭଜନା କରିବା ପାଇଁ ଆସିବେ, ଏହା ସଦାପ୍ରଭୁ କହନ୍ତି। Gade chapit la |
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”