Biblia Todo Logo
Bib sou entènèt

- Piblisite -




ଯିଶାଇୟ 66:7 - ପବିତ୍ର ବାଇବଲ

7-8 “କୌଣସି ରମଣୀ ଗର୍ଭବେଦନା ପାଇଲା ପରେ ପୁତ୍ର ସନ୍ତାନ ଜନ୍ମ ଦିଏ। ଗର୍ଭବେଦନା ପୂର୍ବେ ସେ ପ୍ରସବ କଲା। ଏ ପ୍ରକାର କିଏ ଶୁଣି ଅଛି? ଏ ପ୍ରକାର କିଏ ଦେଖିଅଛି? ଏକ ଦିନରେ କ’ଣ କୌଣସି ଦେଶ ଜନ୍ମ ନେବ? କୌଣସି ଗୋଷ୍ଠୀକୁ କ’ଣ ଲୋକେ ଏକା ବେଳେକେ ଜନ୍ମ ଦେବେ? ସିୟୋନ ଗର୍ଭବେଦନା ପାଇଲାମାତ୍ରେ ସେ ତା'ର ସନ୍ତାନଗଣଙ୍କୁ ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।

Gade chapit la Kopi

ଓଡିଆ ବାଇବେଲ

7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ବେଦନାର ପୂର୍ବେ ସେ ପ୍ରସବ କଲା; ଗର୍ଭବେଦନା ଆସିବା ପୂର୍ବେ ପୁତ୍ରସନ୍ତାନ ଭୂମିଷ୍ଠ ହେଲା।

Gade chapit la Kopi




ଯିଶାଇୟ 66:7
5 Referans Kwoze  

“ହେ ବନ୍ଧ୍ୟା, ଅପ୍ରସୂତେ ନାରୀ! ତୁମ୍ଭେ ଗାନ କର। ହେ ଗର୍ଭବେଦନାରହିତ ନାରୀ! ତୁମ୍ଭେ ଉଚ୍ଚସ୍ୱରରେ ଗାନ କରି ଆନନ୍ଦଧ୍ୱନି କର। କାରଣ ସଦାପ୍ରଭୁ କୁହନ୍ତି, “ବିବାହିତା ଭାର୍ଯ୍ୟାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।”


କିନ୍ତୁ ସ୍ୱର୍ଗସ୍ଥ ଯିରୁଶାଲମ ସ୍ୱାଧୀନ ଅଟେ। ସେ ଆମ୍ଭର ମାତା।


“ଯେତେବେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ଯନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦେବାର ସମୟ ଆସିଯାଇଥାଏ। କିନ୍ତୁ ତା'ର ସନ୍ତାନ ଜନ୍ମ ହେବା ପରେ ସେ କଷ୍ଟ ଭୁଲିଯାଏ। ଜଗତରେ ସନ୍ତାନଟିଏ ଜନ୍ମ ହୋଇଥିବା କାରଣରୁ ସେ ଏବେ ଖୁସୀ ଅନୁଭବ କରେ।


ସେମାନେ ଯିଶାଇୟଙ୍କୁ କହିଲେ, “ହିଜକିୟ ଏହା କହିଛନ୍ତି। ଆଜି ଦିନ ଆପଦ ଅନୁଯୋଗ ଓ ଅପମାନର ଦିନ, କାରଣ ଜନ୍ମ ହେବାକୁ ବସିଛି, ମାତ୍ର ପ୍ରସବ କରିବାକୁ ଶକ୍ତି ନାହିଁ।


Swiv nou:

Piblisite


Piblisite