ଯିଶାଇୟ 7:12 - ପବିତ୍ର ବାଇବଲ12 ମାତ୍ର ଆହସ କହିଲେ, “ମୁଁ ପ୍ରମାଣ ସ୍ୱରୂପ ଚିହ୍ନ ମାଗିବି ନାହିଁ। କାରଣ ମୁଁ ସଦାପ୍ରଭୁଙ୍କୁ ପରୀକ୍ଷା କରିବାକୁ ଗ୍ଭହେଁ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଆହସ କହିଲା, ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ। Gade chapit laଓଡିଆ ବାଇବେଲ12 ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଆହସ୍ କହିଲା, “ମୁଁ ମାଗିବି ନାହିଁ କି ସଦାପ୍ରଭୁଙ୍କୁ ପରୀକ୍ଷା କରିବି ନାହିଁ।” Gade chapit la |
ରାଜା ଆହସ୍ ଉରିୟ ଯାଜକଙ୍କୁ ଆଦେଶ ଦେଲେ, “ପ୍ରଭାତ କାଳୀନ ହୋମବଳି, ସନ୍ଧ୍ୟାକାଳୀନ ଭକ୍ଷ୍ୟନୈବେଦ୍ୟ, ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ଲୋକଙ୍କ ହୋମବଳି, ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ତୁମ୍ଭେ ଦଗ୍ଧ କରିବା ଉଚିତ୍ ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ଅନ୍ୟ ନୈବେଦ୍ୟ ବୃହତ୍ ଯଜ୍ଞବେଦି ଉପରେ ଛିଞ୍ଚ। କିନ୍ତୁ ମୁଁ ପରମେଶ୍ୱରଙ୍କଠାରୁ ଉତ୍ତର ପାଇବାକୁ ପିତ୍ତଳ ଯଜ୍ଞବେଦି ବ୍ୟବହାର କରିବି”