ଯିଶାଇୟ 7:13 - ପବିତ୍ର ବାଇବଲ13 ତା'ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? Gade chapit laଓଡିଆ ବାଇବେଲ13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? Gade chapit la |
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀୟମାନଙ୍କୁ ବନ୍ଦୀରୂପେ ନିଆଯିବ, ସେମାନେ ମୋତେ ମନେ ରଖିବେ ଏବଂ ଆମ୍ଭେ ସେମାନଙ୍କର ବ୍ୟଭିଗ୍ଭରୀ ହୃଦୟକୁ କିପରି ଦୁଃଖରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂରେଇ ଗଲା ଏବଂ ସେମାନଙ୍କର ବ୍ୟଭିଗ୍ଭରୀ ଆଖି ଯାହା ସେମାନଙ୍କର ମୂର୍ତ୍ତିସବୁକୁ ଅନୁସରଣ କଲା। ସେମାନେ ନିଜେ କରିଥିବା କୁକର୍ମ ପାଇଁ ଓ ସେମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ନିଜକୁ ଘୃଣା କରିବେ।