ଯିଶାଇୟ 7:15 - ପବିତ୍ର ବାଇବଲ15 ଇମ୍ମାନୁୟେଲ ଲହୁଣୀ ଓ ମହୁ ଖାଇବ। ତେଣୁ ସେ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ୟାଗ କରିବା ଜାଣିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦଧି ଓ ମଧୁ ଖାଇବ। Gade chapit laଓଡିଆ ବାଇବେଲ15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ। Gade chapit la |
“ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ କହୁଥିଲ, ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ତୁମ୍ଭର ପିଲାମାନେ ଲୁଟିତ ହେବେ। କିନ୍ତୁ ସେହି ପିଲାମାନେ ସେହି ଦେଶକୁ ଯିବେ ଏବଂ ସେମାନଙ୍କୁ ସେହି ସ୍ଥାନ ଦେବା। ତୁମ୍ଭର ଦୋଷ ପାଇଁ, ଆମ୍ଭେ ତୁମ୍ଭର ପିଲାମାନଙ୍କୁ ଦୋଷ ଦେବା ନାହିଁ। କାରଣ ସେମାନଙ୍କର ଭଲମନ୍ଦ ବିଗ୍ଭର କରିବାର ଜ୍ଞାନ ନାହିଁ। ସେମାନେ ବହୁତ ସାନ, ସେମାନେ ଠିକ୍ ଭୁଲ୍ ବୁଝିପାରୁ ନାହାନ୍ତି। ତୁମ୍ଭମାନଙ୍କର ପିଲାମାନଙ୍କୁ ସେହି ଦେଶ ସବୁ ଦେବ।