ଯିଶାଇୟ 7:16 - ପବିତ୍ର ବାଇବଲ16 ବାଳକଟି ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ଅଗ୍ରାହ୍ୟ କରିବା ଜାଣିବା ପୂର୍ବରୁ ତୁମ୍ଭେମାନେ ଇଫ୍ରୟିମକୁ ଓ ଅରାମକୁ ତ୍ୟାଗ କରିବ। କାରଣ “ତୁମ୍ଭେମାନେ ସେହି ଦୁଇ ରାଜାଙ୍କୁ ଘୃଣା କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେ ଦେଶ ପରିତ୍ୟକ୍ତ ହେବ। Gade chapit laଓଡିଆ ବାଇବେଲ16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ବାଳକ ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ପୂର୍ବେ ଯେଉଁ ଦେଶର ଦୁଇ ରାଜାଙ୍କୁ ତୁମ୍ଭେ ଘୃଣା କରୁଅଛ, ସେହି ଦେଶ ପରିତ୍ୟକ୍ତ ହେବ। Gade chapit la |
“ସଦାପ୍ରଭୁ କହିଲେ, ‘ତୁମ୍ଭେମାନେ କହୁଥିଲ, ତୁମ୍ଭମାନଙ୍କର ଶତ୍ରୁମାନଙ୍କ ଦ୍ୱାରା ତୁମ୍ଭର ପିଲାମାନେ ଲୁଟିତ ହେବେ। କିନ୍ତୁ ସେହି ପିଲାମାନେ ସେହି ଦେଶକୁ ଯିବେ ଏବଂ ସେମାନଙ୍କୁ ସେହି ସ୍ଥାନ ଦେବା। ତୁମ୍ଭର ଦୋଷ ପାଇଁ, ଆମ୍ଭେ ତୁମ୍ଭର ପିଲାମାନଙ୍କୁ ଦୋଷ ଦେବା ନାହିଁ। କାରଣ ସେମାନଙ୍କର ଭଲମନ୍ଦ ବିଗ୍ଭର କରିବାର ଜ୍ଞାନ ନାହିଁ। ସେମାନେ ବହୁତ ସାନ, ସେମାନେ ଠିକ୍ ଭୁଲ୍ ବୁଝିପାରୁ ନାହାନ୍ତି। ତୁମ୍ଭମାନଙ୍କର ପିଲାମାନଙ୍କୁ ସେହି ଦେଶ ସବୁ ଦେବ।