ଯିଶାଇୟ 7:17 - ପବିତ୍ର ବାଇବଲ
17 ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କୁ ଭୟ କରିବ। “କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ଏକ ଦୁଃଖ ସମୟ ଆଣିବେ। ସେହି ଦୁଃସମୟ ତୁମ୍ଭ ଲୋକମାନଙ୍କ ପାଇଁ ଆସିବ ଓ ତୁମ୍ଭ ପିତୃବଂଶ ପାଇଁ ଆସିବ। ପରମେଶ୍ୱର କ’ଣ କରିବେ? ସେ ଅଶୂରର ରାଜାଙ୍କୁ ତୁମ୍ଭ ବିରୁଦ୍ଧରେ ଲଢ଼ିବାକୁ ଆଣିବେ।
Gade chapit la Kopi
17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।
Gade chapit la Kopi
17 ଇଫ୍ରୟିମ ଯିହୁଦାଠାରୁ ପୃଥକ୍ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
Gade chapit la Kopi
17 ଇଫ୍ରୟିମ ଯିହୁଦାଠାରୁ ପୃଥକ ହେବା ଦିନଠାରୁ ଯେପ୍ରକାର ସମୟ କେବେ ହୋଇ ନାହିଁ, ସେପ୍ରକାର ସମୟ ସଦାପ୍ରଭୁ ତୁମ୍ଭ ପ୍ରତି ଓ ତୁମ୍ଭ ଲୋକମାନଙ୍କ ପ୍ରତି ଓ ତୁମ୍ଭ ପିତୃବଂଶ ପ୍ରତି ଘଟାଇବେ; ଅର୍ଥାତ୍, ଅଶୂରର ରାଜାକୁ ଆଣିବେ।”
Gade chapit la Kopi