ଯିଶାଇୟ 7:6 - ପବିତ୍ର ବାଇବଲ6 “ଆମ୍ଭେମାନେ ଯାଇ ଯିହୁଦା ବିରୁଦ୍ଧରେ ଲଢ଼ିବା। ଆମ୍ଭମାନଙ୍କ ପାଇଁ ଯିହୁଦାକୁ ଭାଗ ଭାଗ କରିବା। ଆମ୍ଭେମାନେ ଟାବେଲର ପୁତ୍ରକୁ ଯିହୁଦାର ନୂଆ ରାଜାରୂପେ ସ୍ଥାପନ କରିବା।”’” Gade chapit laପବିତ୍ର ବାଇବଲ (Re-edited) - (BSI)6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ। Gade chapit laଓଡିଆ ବାଇବେଲ6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆସ, ଆମ୍ଭେମାନେ ଯିହୁଦା ବିରୁଦ୍ଧରେ ଯାଇ ତାହାକୁ ଅଧୈର୍ଯ୍ୟ କରୁ ଓ ଆମ୍ଭମାନଙ୍କ ନିମନ୍ତେ ତହିଁ ମଧ୍ୟରେ ଭଗ୍ନ ସ୍ଥାନ କରି ଏକ ରାଜାକୁ, ଅର୍ଥାତ୍, ଟାବେଲର ପୁତ୍ରକୁ ସ୍ଥାପନ କରୁ। Gade chapit la |
ସେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ ନୂଆରାଜା ସେମାନଙ୍କ କଥା ଶୁଣିଲେ ନାହିଁ। ତେଣୁ ସେମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଆମ୍ଭେମାନେ କ’ଣ ଦାଉଦ ସାମ୍ରାଜ୍ୟର ଏକ ଅଂଶ? ଆମ୍ଭେ ଯିଶୀର କିଛି ଭୂମି ପାଉ କି? ନା, ତେଣୁ ଇସ୍ରାଏଲର ଲୋକମାନେ ନିଜ ନିଜ ଘରକୁ ଫେରି ଯାଅ। ଦାଉଦଙ୍କ ପୁତ୍ରଙ୍କୁ ତାଙ୍କ ଲୋକମାନଙ୍କୁ ଶାସନ କରିବାକୁ ଦିଅ।” ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଘରକୁ ଫେରି ଗଲେ।