ଯିଶାଇୟ 8:11 - ପବିତ୍ର ବାଇବଲ11 ସଦାପ୍ରଭୁ ତାଙ୍କର ମହାନ ଶକ୍ତି ବଳରେ ମୋତେ କହିଲେ। ଅନ୍ୟ ଗୋଷ୍ଠୀର ଲୋକଙ୍କପରି ନ ହେବାକୁ ସେ ମୋତେ ସତର୍କ କରି କହିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ, Gade chapit laଓଡିଆ ବାଇବେଲ11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ, Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।