ଯିଶାଇୟ 8:22 - ପବିତ୍ର ବାଇବଲ22 ଯଦି ସେମାନେ ତାଙ୍କର ଦେଶର ଗ୍ଭରିଆଡ଼କୁ ଦୃଷ୍ଟିପାତ କରିବେ ତେବେ ସେମାନେ କେବଳ ଦୁଃଖ ଓ ଯାତନାରୂପକ ଅନ୍ଧକାର ଦେଖିବେ ଓ ସେହି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ୟାଗ କରିବାକୁ ବାଧ୍ୟ ହେବେ। ପୁଣି ସେହି ଅନ୍ଧକାରରେ ଆବଦ୍ଧ ହୋଇଥିବା ବ୍ୟକ୍ତି ନିଜକୁ ସେଥିରୁ ଉଦ୍ଧାର କରି ପାରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। Gade chapit laଓଡିଆ ବାଇବେଲ22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। Gade chapit la |
ଦକ୍ଷିଣର ପଶୁଗଣଙ୍କ ପ୍ରତି ଦୁଃଖ ବାର୍ତ୍ତା: ଯିହୁଦାର ଦକ୍ଷିଣ ପ୍ରାନ୍ତ ଅତି ଭୟଙ୍କର ସ୍ଥାନ। ସେ ସ୍ଥାନ ସିଂହ, ସିଂହୀ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପରେ ପରିପୂର୍ଣ୍ଣ। ସେହି ସଙ୍କଟମୟ ଓ ଯନ୍ତ୍ରଣାମୟ ଗୋଷ୍ଠୀ ଉପକାର କରିବ ନାହିଁ। ମାତ୍ର ଏପରି ଏକ ଗୋଷ୍ଠୀ ନିକଟକୁ ସେମାନେ ଯୁବା ଗର୍ଦ୍ଦଭଗଣଙ୍କ ସ୍କନ୍ଧରେ ନିଜ ନିଜର ଧନ ଓ ଓଟମାନଙ୍କ ପିଠି ଉପରେ ନିଜ ନିଜର ସମ୍ପତ୍ତି ବହନ କରି ନିଅନ୍ତି।