ଯିଶାଇୟ 8:6 - ପବିତ୍ର ବାଇବଲ6 ମୋର ପ୍ରଭୁ କହିଲେ, “ଏହି ଲୋକମାନେ ଶୀଲୋହର ଧୀରସ୍ରୋତକୁ ଅଗ୍ରାହ୍ୟ କରି ରତ୍ସୀନ୍ ଓ ରମଲିୟର ପୁତ୍ର, ପେକହ ସହିତ ଆନନ୍ଦ କରୁଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; Gade chapit laଓଡିଆ ବାଇବେଲ6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; Gade chapit la |
ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା'ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ। କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।