ଯିଶାଇୟ 9:10 - ପବିତ୍ର ବାଇବଲ
10 “ଏହି ଇଟାସବୁ ପଡ଼ିଯିବ, ମାତ୍ର ଆମ୍ଭେମାନେ ପୁନର୍ବାର ଶକ୍ତ ପଥରରେ ତାହାକୁ ତିଆରି କରିବୁ। ଡିମ୍ବିରି ବୃକ୍ଷଗୁଡ଼ିକରେ କଟା ହେଲା ପରେ ଆମ୍ଭେମାନେ ସେଠାରେ ଏରସ ବୃକ୍ଷ ଲଗାଇବୁ। ଆଉ ଏହି ନୂତନ ବୃକ୍ଷଗୁଡ଼ିକ ବିରାଟ ଓ ଶକ୍ତିଶାଳୀ ହେବ।”
Gade chapit la Kopi
10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।
Gade chapit la Kopi
10 ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।
Gade chapit la Kopi
10 “ଇଟାସବୁ ପଡ଼ି ଯାଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ କଟା ପ୍ରସ୍ତରରେ ନିର୍ମାଣ କରିବା; ଡିମ୍ବିରି ବୃକ୍ଷସବୁ ହଣା ହୋଇଅଛି ନିଶ୍ଚୟ, ମାତ୍ର ଆମ୍ଭେମାନେ ତହିଁ ପରିବର୍ତ୍ତରେ ଏରସ ବୃକ୍ଷ ବଢ଼ାଇବା।”
Gade chapit la Kopi