ଯିଶାଇୟ 9:15 - ପବିତ୍ର ବାଇବଲ15 ଏଠାରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ୟାବାଦୀ ଭବିଷ୍ୟଦ୍ବକ୍ତାଙ୍କୁ ବୁଝାଉଛି। Gade chapit laପବିତ୍ର ବାଇବଲ (Re-edited) - (BSI)15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୂଳ, Gade chapit laଓଡିଆ ବାଇବେଲ15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍ବକ୍ତା ଲାଙ୍ଗୁଳ, Gade chapit la |
କିନ୍ତୁ ସେହି ପଶୁ ବନ୍ଦୀ ହେଲା ଏବଂ ଭଣ୍ଡ ଭବିଷ୍ୟଦ୍ବକ୍ତା ମଧ୍ୟ ବନ୍ଦୀ ହେଲା। ଏହି ଭଣ୍ଡ ଭବିଷ୍ୟଦ୍ବକ୍ତା ସେହି ପଶୁ ପାଇଁ ବହୁତ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିଥିଲା। ଏହି ପଶୁ, ଯିଏ କି ପଶୁର ଚିହ୍ନ ଧାରଣ କରିଥିବା ଓ ତାହାର ପ୍ରତିମାକୁ ପୂଜା କରିଥିବା ଲୋକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ବନ୍ଦୀ ହେଲା। ସେହି ଭଣ୍ଡ ଭବିଷ୍ୟଦ୍ବକ୍ତା ଓ ପଶୁଙ୍କୁ ଗନ୍ଧକ ଜଳୁଥିବା ଅଗ୍ନିପୂର୍ଣ୍ଣ ହ୍ରଦରେ ଜୀବନ୍ତ ଫିଙ୍ଗି ଦିଆଗଲା।
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।