ଯିଶାଇୟ 9:9 - ପବିତ୍ର ବାଇବଲ9 ତାହାପରେ ଇଫ୍ରୟିମର ପ୍ରତ୍ୟେକ ଲୋକ ଓ ଏପରିକି ଶମରିୟାର ପ୍ରାଚୀନଗଣ ଜାଣିବେ ଯେ ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେଲେ। ସେହି ଲୋକମାନେ ପୁଣି ଅହଙ୍କାରୀ ହୋଇ ଦର୍ପରେ କୁହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, Gade chapit laଓଡିଆ ବାଇବେଲ9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, Gade chapit la |
ଇଦୋମର ଲୋକମାନେ କହିବେ, “ଆମ୍ଭେମାନେ ନିପାତିତ ହୋଇଥିଲୁ ମାତ୍ର ଆମ୍ଭେମାନେ ଆମ୍ଭର ବିଧ୍ୱସ୍ତ ନଗରୀକୁ ପୁନଃନିର୍ମାଣ କରିବୁ।” ମାତ୍ର ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, “ଯଦି ସେମାନେ ସେହି ନଗରୀଗୁଡ଼ିକୁ ପୁଣି ନିର୍ମାଣ କରିବେ, ଆମ୍ଭେ ପୁଣି ତାକୁ ଧ୍ୱଂସ କରିବା।” ସେଥିପାଇଁ ଲୋକେ କୁହନ୍ତି, ଇଦୋମ ଏକ ଦୁଷ୍ଟ ଦେଶ, ଯାହାର ଲୋକମାନଙ୍କୁ ସଦାପ୍ରଭୁ ଚିରକାଳ ପାଇଁ ଅଭିଶାପ ଦେଇଛନ୍ତି।