Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 1:20 - ପବିତ୍ର ବାଇବଲ

20 କାରଣ ଜଣେ ମଣିଷର କ୍ରୋଧ ତାହାକୁ ପରମେଶ୍ୱରଙ୍କ ଇଚ୍ଛାନୁମୋଦିତ ଧାର୍ମିକ ଜୀବନ କାଟିବାକୁ ସାହାଯ୍ୟ କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କାରଣ ମନୁଷ୍ୟର କ୍ରୋଧ ଈଶ୍ଵରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

20 କାରଣ ମନୁଷ୍ୟର କ୍ରୋଧ ଈଶ୍ୱରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 କ୍ରୋଥରେ ସଂଯୁତ ହୁଅ, କାରଣ ମନୁଷ୍ୟର କ୍ରୋଧ ଦ୍ୱାରା ଈଶ୍ୱରଙ୍କ ପବିତ୍ର ସଙ୍କଳ୍ପ ବିପନ୍ନ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କାରଣ ମନୁଷ୍ୟର କ୍ରୋଧ ଈଶ୍ବରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ।

Gade chapit la Kopi




ଯାକୁବଙ୍କ ପତ୍ର 1:20
5 Referans Kwoze  

ଯେତେବେଳେ ତୁମ୍ଭର କ୍ରୋଧ ହୁଏ, ସେତେବେଳେ ଅତି କ୍ରୋଧୀ ହୋଇ ପାପ କର ନାହିଁ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।


Swiv nou:

Piblisite


Piblisite