ଯାକୁବଙ୍କ ପତ୍ର 2:1 - ପବିତ୍ର ବାଇବଲ1 ମୋ’ ପ୍ରିୟ ଭାଇ ଓ ଭଉଣୀମାନେ, ଆମ୍ଭର ମହିମାମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବିଶ୍ୱାସ କର। ଅତଏବ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱପୂର୍ଣ୍ଣ ବୋଲି ଭାବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। Gade chapit laଓଡିଆ ବାଇବେଲ1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)1 ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖୀଷ୍ଟଙ୍କ ବିଶ୍ୱାସୀ ରୂପେ ତୁମ୍ଭେମାନେ ଲୋକମାନଙ୍କର ବାହ୍ୟ ବେଶଭୂଷା ଦେଖି ପକ୍ଷପାତିତା କର ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ଭାଇମାନେ, ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।