ଯାକୁବଙ୍କ ପତ୍ର 2:17 - ପବିତ୍ର ବାଇବଲ17 ବିଶ୍ୱାସ ବିଷୟରେ ମଧ୍ୟ ଠିକ୍ ସେହି କଥା ଅଟେ। ଯଦି ବିଶ୍ୱାସ କିଛି କାର୍ଯ୍ୟ ଉତ୍ପନ୍ନ ନ କରେ, ତେବେ ସେ ବିଶ୍ୱାସ ମୃତ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେହିପରି ମଧ୍ୟ ବିଶ୍ଵାସ, କର୍ମ ବିନା ନିଜେ ମୃତ। Gade chapit laଓଡିଆ ବାଇବେଲ17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ । Gade chapit laପବିତ୍ର ବାଇବଲ (CL) NT (BSI)17 ବିଶ୍ୱାସ ଠିକ୍ ସେହିପରି। କର୍ମ ନ ଥିଲେ, କେବଳ ମାତ୍ର ବିଶ୍ୱାସ ମୃତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ। Gade chapit la |
ଆମ୍ଭମାନଙ୍କର ପରମପିତା ପରମେଶ୍ୱରଙ୍କୁ ଆମ୍ଭ ପ୍ରାର୍ଥନାରେ ନିବେଦନ କଲାବେଳେ ତୁମ୍ଭେମାନେ ତୁମ୍ଭମାନଙ୍କର ବିଶ୍ୱାସ ହେତୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ୟବାଦ ଦେଉ। ତୁମ୍ଭେମାନେ ତୁମ୍ଭମାନଙ୍କର ପ୍ରେମ ହେତୁ ଯେଉଁ କାର୍ଯ୍ୟ କରିଛ, ସେଥିପାଇଁ ତାହାଙ୍କୁ ଧନ୍ୟବାଦ ଦେଉ। ଏବଂ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କ ଭରସା ହେତୁ ତୁମ୍ଭେମାନେ ଦୃଢ଼ ହୋଇ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ୟବାଦ ଅର୍ପଣ କରୁଛୁ।