ଯାକୁବଙ୍କ ପତ୍ର 2:24 - ପବିତ୍ର ବାଇବଲ24 ଅତଏବ ତୁମ୍ଭେ ଦେଖ ଯେ, କର୍ମ ଦ୍ୱାରା ଜଣେ ଲୋକ ପରମେଶ୍ୱରଙ୍କ ନିକଟରେ ଧାର୍ମିକ ହୋଇପାରୁଛି। ସେ କେବଳ ବିଶ୍ୱାସ ଦ୍ୱାରା ଧାର୍ମିକ ହୋଇପାରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)24 କେବଳ ବିଶ୍ଵାସ ଦ୍ଵାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ଵାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ। Gade chapit laଓଡିଆ ବାଇବେଲ24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ । Gade chapit laପବିତ୍ର ବାଇବଲ (CL) NT (BSI)24 ଅତଏବ, ତୁମ୍ଭେମାନେ ବୁଝି ପାରିବ ଯେ, ମନୁଷ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚତ ହୁଏ, କେବଳ ବିଶ୍ୱାସ ଦ୍ୱାରା ନୁହେଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ତୁମ୍ଭେମାନେ ଦେଖୁଅଛ। Gade chapit la |