ଯାକୁବଙ୍କ ପତ୍ର 2:25 - ପବିତ୍ର ବାଇବଲ25 ଆଉ ଗୋଟିଏ ଉଦାହରଣ ହେଉଛି, ରାହାବ। ସେ ଜଣେ ବେଶ୍ୟା ଥିଲା। କିନ୍ତୁ ସେ ନିଜ କର୍ମଗୁଡ଼ିକ କାରଣରୁ ପରମେଶ୍ୱରଙ୍କ ନିକଟରେ ଧାର୍ମିକା ହେଲା। ସେ ପରମେଶ୍ୱରଙ୍କ ଗୁପ୍ତଚରମାନଙ୍କୁ ସାହାଯ୍ୟ କଲା ଓ ସେମାନଙ୍କୁ ନିଜ ଘରେ ସ୍ୱାଗତ କଲା ଓ ଅନ୍ୟ ବାଟଦେଇ ସେମାନଙ୍କୁ ପଳାୟନ କରିବାରେ ସାହାଯ୍ୟ କଲା। Gade chapit laପବିତ୍ର ବାଇବଲ (Re-edited) - (BSI)25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଦୂତମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ଵାରା ଧାର୍ମିକ ଗଣିତ ହେଲେ ନାହିଁ? Gade chapit laଓଡିଆ ବାଇବେଲ25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ ? Gade chapit laପବିତ୍ର ବାଇବଲ (CL) NT (BSI)25 ସେହିପରି ବେଶ୍ୟା ରାହାବ ମଧ୍ୟ କର୍ମ ଦ୍ୱାରା ଧାର୍ମିକ ବିବେଚିତ ହୋଇଥିଲେ। ସେ ଇଶ୍ରାଏଲୀୟ ଗୁକ୍ତଚରମାନଙ୍କୁ ଆଶ୍ରୟ ଦେଇଥିଲେ ଏବଂ ଅନ୍ୟ ଏକ ପଥରେ ପଳାୟନ କରିବାକୁ ସାହାଯ୍ୟ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ? Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।