ଯାକୁବଙ୍କ ପତ୍ର 2:4 - ପବିତ୍ର ବାଇବଲ4 ତୁମ୍ଭେ ଏ କ’ଣ କରୁଛ? ଏହା ଦ୍ୱାରା ତୁମ୍ଭେ କେତେକ ଲୋକଙ୍କୁ ଅନ୍ୟମାନଙ୍କ ତୁଳନାରେ ଅଧିକ ମହତ୍ତ୍ୱ ପ୍ରଦାନ କରୁଛ! ମନ୍ଦ ଅଭିପ୍ରାୟ ରଖି ତୁମ୍ଭେ ନିର୍ଣ୍ଣୟ କରୁଛ ଯେ, କେଉଁ ଲୋକଟି ଅଧିକ ଭଲ। Gade chapit laପବିତ୍ର ବାଇବଲ (Re-edited) - (BSI)4 କିମ୍ଵା ମୋହର ଗୋଡ଼ ତଳେ ବସ୍, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? Gade chapit laଓଡିଆ ବାଇବେଲ4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କ'ଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ ? Gade chapit laପବିତ୍ର ବାଇବଲ (CL) NT (BSI)4 ତାହାହେଲେ, ନିଜ ନିଜ ମଧ୍ୟରେ ଉଚ୍ଚ ନୀଚ ଭାବ ସୃଷ୍ଟି କରୁଛ ଏବଂ ଅସତ୍ ମନୋଭାବ ରଖି ପ’ପାତ ବିଚାର କରୁଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିମ୍ବା ମୋହର ଗୋଡ଼ ତଳେ ବସ, ତାହାହେଲେ ତୁମ୍ଭେମାନେ କଅଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ? Gade chapit la |
ଭାଇ ଓ ଭଉଣୀମାନେ! ପରସ୍ପର ବିରୁଦ୍ଧରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠାରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଗ୍ଭର କରୁଛ; ତା'ହେଲେ ସେ ଯେଉଁ ବ୍ୟବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟରେ ଥିବା ଜଣେ ଭାଇର ବିଗ୍ଭର କର, ତେବେ ତୁମ୍ଭେ ପ୍ରକୃତରେ ସେ ପାଳନ କରୁଥିବା ବ୍ୟବସ୍ଥାର ବିଗ୍ଭର କରୁଛ। ଏବଂ ତୁମ୍ଭେ ଯଦି ବ୍ୟବସ୍ଥାର ବିଗ୍ଭର କରୁଛ, ତେବେ ତୁମ୍ଭେ ବ୍ୟବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଗ୍ଭରପତି ହୋଇଗଲ।