ଯାକୁବଙ୍କ ପତ୍ର 2:9 - ପବିତ୍ର ବାଇବଲ9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା'ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। Gade chapit laଓଡିଆ ବାଇବେଲ9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ । Gade chapit laପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଯଦି ବାହ୍ୟ ବେଶଭୂଷା ଦେଖି ଲୋକଙ୍କ ପ୍ରତି ପକ୍ଷପାତ ବ୍ୟବହାର କରୁଥାଅ, ତେବେ ତୁମେ ପାପ କରୁଛ ଓ ବ୍ୟବସ୍ଥଇା ଅନୁଯାୟୀ ତୁମେ ଜଣେ ଆଜ୍ଞାଲଘଂନକାରୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। Gade chapit la |
ପ୍ରଭୁ ପ୍ରତ୍ୟେକ ଲୋକଙ୍କର ବିଗ୍ଭର କରିବେ। ସେ ପରମେଶ୍ୱରଙ୍କ ବିରୋଧୀ ପ୍ରତ୍ୟେକ ଲୋକଙ୍କୁ ବିଗ୍ଭର କରିବାକୁ ଓ ଦଣ୍ଡ ଦେବାକୁ ଆସୁଛନ୍ତି। ସେ ପରମେଶ୍ୱରଙ୍କର ବିରୁଦ୍ଧରେ ଦୁଷ୍କର୍ମ କରିଥିବା ପ୍ରତ୍ୟେକ ଲୋକଙ୍କୁ ଦଣ୍ଡ ଦେବେ। ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ, ସେହି ପାପୀମାନଙ୍କୁ ପରମେଶ୍ୱର ଦଣ୍ଡ ଦେବେ। ପରମେଶ୍ୱରଙ୍କ ବିରୁଦ୍ଧରେ ମନ୍ଦକଥା କହିବା ହେତୁ ସେ ସେମାନଙ୍କୁ ଦଣ୍ଡ ଦେବେ।”