ଯାକୁବଙ୍କ ପତ୍ର 3:18 - ପବିତ୍ର ବାଇବଲ18 ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସେମାନେ ଧାର୍ମିକ ଜୀବନଯାପନ ଦ୍ୱାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ଵାରା ଧର୍ମରୂପ ଫଳର ବୀଜ ଶାନ୍ତିରେ ବୁଣାଯାଏ। Gade chapit laଓଡିଆ ବାଇବେଲ18 ପୁଣି, ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ । Gade chapit laପବିତ୍ର ବାଇବଲ (CL) NT (BSI)18 ଶାନ୍ତି ସ୍ଥାପନକାରୀମାନଙ୍କ ଦ୍ୱାରା ବୁଣା ଯାଇଥିୀବା ବିହନରୁ ଧାର୍ମିକତାରୂନ ଫସଲ ଉତ୍ପାଦିତ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ଶାନ୍ତିକାରକ ଲୋକମାନେ ଶାନ୍ତିର ବୀଜ ବୁଣନ୍ତି, ସେମାନେ ଧାର୍ମିକତା ରୂପ ଫଳ କାଟିବେ। Gade chapit la |