ଯାକୁବଙ୍କ ପତ୍ର 3:9 - ପବିତ୍ର ବାଇବଲ9 ଏହି ଜିହ୍ୱା ଦ୍ୱାରା ଆମ୍ଭେ ଆମ୍ଭ ପ୍ରଭୁ ଓ ପିତାଙ୍କ ଗୁଣଗାନ କରୁ, କିନ୍ତୁ ତା'ପରେ ପରମେଶ୍ୱର ଯେଉଁ ଲୋକମାନଙ୍କୁ ନିଜ ସାଦୃଶ୍ୟରେ ତିଆରି କରିଛନ୍ତି, ସେହି ଲୋକମାନଙ୍କୁ ଅଭିଶାପ ଦେଉ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତଦ୍ଦ୍ଵାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ଦ୍ଵାରା ଈଶ୍ଵରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; Gade chapit laଓଡିଆ ବାଇବେଲ9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; Gade chapit laପବିତ୍ର ବାଇବଲ (CL) NT (BSI)9 ଆମେ ଜିହ୍ୱା ଦ୍ୱାରା ପ୍ରଭୁ ପିତା ଈଶ୍ୱରଙ୍କୁ ଧନ୍ୟବାଦ ଦେଉ। ପୁଣି ଏହି ଜିହ୍ୱା ଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ମଓ୍ୟ ଦେଉ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ, ପୁଣି, ତଦ୍ୱାରା ଈଶ୍ବରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ; Gade chapit la |
ଏହା ପରେ ଦାଉଦ ସବୁ ଦଳର ଲୋକମାନଙ୍କୁ ଏକତ୍ରିତ କରି କହିଲେ, “ବର୍ତ୍ତମାନ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କର ଧନ୍ୟବାଦ କର।” ତେଣୁ ସମସ୍ତ ଲୋକ ସଦାପ୍ରଭୁ ପରମେଶ୍ୱରଙ୍କର ପ୍ରଶଂସା ଗାନ କଲେ, ଯେଉଁ ପରମେଶ୍ୱରଙ୍କ ଉପାସନା ସେମାନଙ୍କର ପୂର୍ବପୁରୁଷମାନେ ମଧ୍ୟ କରୁଥିଲେ। ସେମାନେ ସଦାପ୍ରଭୁ ଓ ରାଜାଙ୍କୁ ସମ୍ମାନ ଜଣାଇବା ନିମନ୍ତେ ଭୂମିରେ ଆଣ୍ଠୁମାଡ଼ି ପଡ଼ିଲେ।