ଯାକୁବଙ୍କ ପତ୍ର 4:10 - ପବିତ୍ର ବାଇବଲ10 ପ୍ରଭୁଙ୍କ ଆଗରେ ନମ୍ର ହୁଅ ଓ ସେ ତୁମ୍ଭକୁ ମହାନ୍ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ। Gade chapit laଓଡିଆ ବାଇବେଲ10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)10 ପ୍ର୍ରଭୁଙ୍କ ସମ୍ମୁଖରେ ଅବନତ ହୁଅ। ସେ ତୁମକୁ ଉନ୍ନତ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ। Gade chapit la |
ମୁଁ ତୁମ୍ଭମାନଙ୍କୁ କହୁଛି, ‘ଏହି ଲୋକଟି ଯେତେବେଳେ ତା'ର ପ୍ରାର୍ଥନା ଶେଷ କରି ତା’ ଘରକୁ ଫେରିଗଲା, ସେ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ପରିଗଣତ ହେଲା। କିନ୍ତୁ ଯେଉଁ ଫାରୂଶୀ ଅନୁଭବ କଲା ଯେ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ଭଲ ଲୋକ, ସେ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। ଯେଉଁ ଲୋକ ନିଜକୁ ନିଜେ ମହାନ୍ ବୋଲି ଭାବେ, ତାକୁ ହୀନ କରି ଦିଆଯିବ, କିନ୍ତୁ ଯେଉଁ ଲୋକ ନିଜକୁ ହୀନ କରି ଦିଏ ତାକୁ ମହାନ୍ କରାଯିବ।”