Biblia Todo Logo
Bib sou entènèt

- Piblisite -




ଯାକୁବଙ୍କ ପତ୍ର 4:13 - ପବିତ୍ର ବାଇବଲ

13 ତୁମ୍ଭ ଭିତରେ କେହି କେହି କୁହନ୍ତି, “ଆମ୍ଭେ ଆଜି ବା କାଲି କୌଣସି ସହରକୁ ଯିବୁ। ଆମ୍ଭେ ସେଠାରେ ବର୍ଷେ ରହିବୁ ଓ ବ୍ୟବସାୟ କରି ଧନ ଅର୍ଜନ କରିବୁ।” ଶୁଣ! ଏହି ବିଷୟରେ ଚିନ୍ତା କର:

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ଵା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;

Gade chapit la Kopi

ଓଡିଆ ବାଇବେଲ

13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଅହଂକାର କରି କହିଥାଅ, “ଆମେ ଆଜି କି କାଲି ଅମୁକ ନିଗରକୁ ଯିବା, ସେଠାରେ ଏକ ବର୍ଷ ରହିବା ସ ବାଣିଜ୍ୟ ବ୍ୟବସାୟ କରି ପ୍ରଚୁର ଅର୍ଥ ଉପାଜର୍ଜ୍ଜନ କରିବା” ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏବେ ଦେଖ, ଯେଉଁମାନେ କହୁଅଛ, ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ;

Gade chapit la Kopi




ଯାକୁବଙ୍କ ପତ୍ର 4:13
11 Referans Kwoze  

କାଲି ଯାହା ଘଟିବ, ସେଥିପ୍ରତି ତୁମ୍ଭେ ଦର୍ପ କର ନାହିଁ। କାରଣ ତୁମ୍ଭେ ଜାଣ ନାହିଁ କାଲି କ’ଣ ଘଟିବାକୁ ଯାଉଛି।


ମୁଁ ନିଜକୁ ନିଜେ କହିଲି, “ମୋତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମୋତେ କ’ଣ ଦେଇ ପାରିବ, ମୋତେ ଦେଖିବାକୁ ଦିଅ।” କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ।


“ସମୟ ଆସିଅଛି, ସେହି ଦିନ ନିକଟବର୍ତ୍ତୀ ହେଉଅଛି। କର୍ତ୍ତା ଆନନ୍ଦ ନ କରୁ ଓ ବିକ୍ରେତା ଶୋକ ନ କରୁ। କାରଣ ଭୟଙ୍କର ଦଣ୍ଡ ଜନଗହଳି ମଧ୍ୟରେ ଥିବା ପ୍ରତ୍ୟେକଙ୍କ ଉପରେ ଆସିଯାଇଛି।


ସେତେବେଳେ ସାଧାରଣ ଲୋକ ଓ ଯାଜକ, ଦାସ ଓ ତାହାର କର୍ତ୍ତା, ଦାସୀ ଓ ତାହାର କର୍ତ୍ତ୍ରୀ, କ୍ରେତା ଓ ବିକ୍ରେତା, ଖାତକ ଓ ମହାଜନ ଏବଂ ସୁଧଗ୍ରାହୀ ଓ ସୁଧଦାତା ସମାନ ହେବେ ଓ ସମାନ ଅବସ୍ଥା ଘଟିବ।


ଧନୀ ଲୋକେ! ଶୁଣ! କ୍ରନ୍ଦନ କର ଓ ଅତି ଦୁଃଖିତ ହୁଅ। କାରଣ ଅତ୍ୟଧିକ କ୍ଳେଶ ତୁମ୍ଭ ଉପରେ ମାଡ଼ି ଆସୁଛି।


ଯେଉଁମାନେ ଦୁଃଖୀ ସେମାନେ ଦୁଃଖୀ ନ ହେଲା ଭଳି ରୁହନ୍ତୁ। ଯେଉଁମାନେ ସୁଖୀ, ସେମାନେ ଏପରି ରୁହନ୍ତୁ ଯେପରି ସୁଖୀ ନୁହନ୍ତି। ଯେଉଁମାନେ ଜିନିଷ ପତ୍ର କିଣି ପାରନ୍ତି ସେମାନେ ନିଜ ପାଖରେ କିଛି ନ ଥିଲା ଭଳି ରୁହନ୍ତୁ।


“ବର୍ତ୍ତମାନ ମୁଁ ମୋର ଦ୍ରାକ୍ଷାକ୍ଷେତ ପାଇଁ କ’ଣ କରିବି ତାହା ତୁମ୍ଭମାନଙ୍କୁ କହିବି। ଏହି କ୍ଷେତକୁ ରକ୍ଷା କରୁଥିବା କଣ୍ଟାବାଡ଼କୁ ମୁଁ କାଢ଼ିନେବି ଏବଂ ତାକୁ ପୋଡ଼ି ଦେବି। ସେହି ପଥର ପ୍ରାଚୀରକୁ ଭାଙ୍ଗିପକାଇବି ଏବଂ ସେଗୁଡ଼ିକୁ ପଦଦଳିତ କରିବି।


ତେଣୁ ଆସ, ତଳକୁ ଯିବା ଏବଂ ସେମାନଙ୍କ ମଧ୍ୟରେ ବିଭିନ୍ନ ଭାଷା ତିଆରି କରିବା। ତେଣୁ ସେମାନେ ପରସ୍ପର ଭାଷା ବୁଝିପାରିବେ ନାହିଁ।”


Swiv nou:

Piblisite


Piblisite